Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ପାକିସ୍ତାନ ହିଂସା ଅଣାୟତ୍ତ: ଭାରତୀୟ ସେନା ସତର୍କ, ସୀମାରେ ହାଇଆଲର୍ଟ
    ଦେଶ ବିଦେଶ

    ପାକିସ୍ତାନ ହିଂସା ଅଣାୟତ୍ତ: ଭାରତୀୟ ସେନା ସତର୍କ, ସୀମାରେ ହାଇଆଲର୍ଟ

    NewsLaxmi7By NewsLaxmi7May 10, 2023Updated:May 10, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନାଟକୀୟ ଢଙ୍ଗରେ ଗିରଫ କରାଯିବା ପରେ ପଡ଼ୋଶୀ ଦେଶରେ ବ୍ୟାପକ ହିଂସା ଉପୁଜିଛି। କିଛି ପାକିସ୍ତାନ ସେନା ଅଧିକାରୀ ଇମ୍ରାନଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରିଥିବା ଖବର ପ୍ରଚାରିତ ହେବା ପରେ ଲକ୍ଷାଧିକ ଲୋକ ସେନା ବିରୋଧରେ ହିଂସାତ୍ମକ ବିକ୍ଷୋଭ ଜାରି ରଖିଛନ୍ତି। ଅନ୍ୟପକ୍ଷରେ ପାକିସ୍ତାନର ହିଂସା ଘଟଣା ନେଇ ଭାରତର ପ୍ରତିରକ୍ଷା ବାହିନୀ ସତର୍କ ହୋଇଛି। ସେନା ବାହିନୀ    ପାକ୍‌ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି। ନିୟନ୍ତ୍ରଣ ରେଖା (ଏଲଓସି) ଏବଂ ଅନ୍ତର୍ଜାତୀୟ ସୀମାରେ   କଡ଼ା ନଜର ରଖାଯିବା ସହ ପାଟ୍ରୋଲିଂ ବଢ଼ାଇ ଦିଆଯାଇଛି।

    ପାକିସ୍ତାନରେ ଆରମ୍ଭ ହୋଇଥିବା ହିଂସା ଏବେ ନିୟନ୍ତ୍ରଣ ବାହାରକୁ ଯାଇଥିବାରୁ ଆଭ୍ୟନ୍ତରୀଣ ପରିସ୍ଥିତିର ଚାପ ହ୍ରାସ କରିବା ପାଇଁ ପାକିସ୍ତାନ ସେନା ଏଲଓସିରେ କିଛି ସମସ୍ୟା ସୃଷ୍ଟି କରିପାରେ। ଭାରତୀୟ ସେନାକୁ ଦୋଷ ଦେଇ ପାକ୍ ସେନା ଏଭଳି କାର୍ଯ୍ୟ କରିପାରେ ବୋଲି ଆଶଙ୍କା ଉପୁଜିଛି। ସନ୍ଧା ସୁଦ୍ଧା ସୀମାରେ ପାକିସ୍ତାନ ସେନାର ଗତିବିଧିରେ କୌଣସି ପରିବର୍ତ୍ତନ ହୋଇନାହିଁ। କିନ୍ତୁ ବୁଧବାର ଏହି ଚିତ୍ର ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି। ଅନ୍ୟପକ୍ଷରେ ପାକ୍‌ ସେନା ସହାୟତାରେ ବହୁ ସଂଖ୍ୟାରେ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ଛକି ରହିଥିବାରୁ ଏହାକୁ ପଣ୍ଡ କରିବା ପାଇଁ ଭାରତୀୟ ସେନା ହାଇଆଲର୍ଟରେ ରହିଛି ।

    Share. Facebook Twitter LinkedIn WhatsApp Email
    Previous Articleଏବେ ବି ନ୍ୟାୟ ଅପେକ୍ଷାରେ ଚିଟଫଣ୍ଡ କ୍ଷତିଗ୍ରସ୍ତ: ଦୁର୍ନୀତିର ସିବିଆଇ ତଦନ୍ତ ନିର୍ଦ୍ଦେଶକୁ ପୂରିଲା ୯ ବର୍ଷ
    Next Article ମଧ୍ୟପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା: ପୋଲ ଉପରୁ ବସ୍‌ ଖସି ୨୨ ମୃତ
    NewsLaxmi7
    • Website

    Related Posts

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ

    June 8, 2023

    ଧାନ ଏମ୍‌ଏସ୍‌ପି ୧୪୩ ଟଙ୍କା ବଢ଼ିଲା

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଟେରର୍‌ ଫଣ୍ଡିଂ ମାମଲା: ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡ, ୧୦ ଲକ୍ଷରୁ ଅଧିକ ଟଙ୍କାର ଜରିମାନା

    May 26, 2022

    ୬ ଜଣଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ; ଲୁଟିନେଲେ ୧ଲକ୍ଷ ଟଙ୍କାର ଗହଣା

    June 1, 2022

    ପ୍ରକାଶ ପାଇଲା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ +୩ ଶେଷ ବର୍ଷ ରେଜଲ୍ଟ : ୯୧.୮୯ ପ୍ରତିଶତ ପାସ୍

    August 15, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.