ଅପରାଧ ରାଜ୍ୟ

ପିକ୍‌ଅପ୍‌ ଭ୍ୟାନ୍‌ରୁ ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ଜବତ, ଡ୍ରାଇଭର ଫେରାର୍

ଆଠମଲ୍ଲିକ ୨୯।୦୮: ପିକଅପ୍ ଭ୍ୟାନ୍‌ରୁ ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ଜବତ। ଭ୍ୟାନ୍ ଛାଡ଼ି ଡ୍ରାଇଭର୍ ଫେରାର୍। ବନବିଭାଗ ଓ ପୋଲିସର ତଦନ୍ତ ଜାରି ।

ଖବର ଅନୁଯାୟୀ, ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ରାଜିଙ୍ଗ ଗାଁର କେନ୍ଦୁପତ୍ର ଚାଲାଣ ହେଉଥିଲା । ଏନେଇ ଖବର ମିଳିବା ପରେ ବନ ବିଭାଗ ଚଢାଉ କରିଥିଲା। ବନ କର୍ମଚାରୀଙ୍କୁ ଦେଖିବା ପରେ ଡ୍ରାଇଭର୍ ଗାଡି ଛାଡ଼ି ଫେରାର୍ ହୋଇଯାଇଥିଲା। ବନ ବିଭାଗ କେନ୍ଦୁପତ୍ର ବୋଝେଇ ପିକଅପ୍ ଭ୍ୟାନ୍‌କୁ ରେଞ୍ଜ୍ ଅଫିସକୁ ଆଣିଛି। ସୋମବାର କେନ୍ଦୁପତ୍ରର ମୂଲ୍ୟ ଆକଳନ କରାଯାଇ କେନ୍ଦୁପତ୍ର ବିଭାଗକୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।