ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ପୁଣି ତେଜିଲାଣି ମେଡିକାଲ କଲେଜ ପ୍ରତିଷ୍ଠା ଦାବି, ମେସିନ ଅଛି କିନ୍ତୁ ରୋଗୀଙ୍କ କାମରେ ଆସୁନି

ଭଦ୍ରକ ୨୩।୧୧ : ପୁଣି ତେଜିଲାଣି ମେଡିକାଲ କଲେଜ ପ୍ରତିଷ୍ଠା ଦାବି । ଭଦ୍ରକ ଜିଲ୍ଲାର ମେଡିକାଲ କଲେଜ ପ୍ରତିଷ୍ଠା ଦାବି ନେଇ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରିଛି ମେଡିକାଲ କଲେଜ ସଂଗ୍ରାମୀ ସେନା । ଭଦ୍ରକ ସହରର ଭାଗବତ କଲ୍ୟାଣ ମଣ୍ଡପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବହୁ ବୁଦ୍ଧିଜୀବୀ ଅଂଶଗ୍ରହଣ କରିଛନ୍ତି ।

ସାମ୍ବାଦିକ ସମ୍ମିଳନୀରେ ଆବାହକଙ୍କ ଅନୁଯାୟୀ, ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଡାକ୍ତର ଅଭାବ ସହ ଭିତ୍ତିଭୂମିର ମଧ୍ୟ ଅଭାବ ରହିଛି । ଚିକିତ୍ସା ପାଇଁ ବହୁ ଦାମୀ ମେସିନ ଥିଲେ ମଧ୍ୟ ସେଗୁଡିକ ରୋଗୀଙ୍କ ପାଇଁ କାମରେ ଲାଗି ପାରୁନାହିଁ । ଜିଲ୍ଲା ମେଡିକାଲ ଉପରେ ଆଖ ପାଖ ଜିଲ୍ଲାର ଅନେକ ଲୋକେ ନିର୍ଭରଶୀଳ କରନ୍ତି । ତେଣୁ ରାଜ୍ୟ ସରକାରଙ୍କୁ ଏହି ଦାବି ଉପରେ ବିଚାର ପାଇଁ ଅନୁରୋଧ କରିଛି ସଂଗ୍ରାମୀ ସେନା ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି