ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁଣି ବିଧାନସଭାରେ ଉଠିଲା ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ: ପୂର୍ବାହ୍ନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର: ଆଜି ପୁଣି ବିଧାନସଭାରେ ଉଠିଲା ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ। ପ୍ରଶ୍ନକାଳରେ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟମାନେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ। ଏହାପରେ ଗୃହମଧ୍ୟକୁ ଆସି ସେମାନେ ନାରାବାଜି ସହ ହୋହଲ୍ଲା କରିଥିଲେ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ।

ଏହାପରେ ବାଧ୍ୟ ହୋଇ ପୂର୍ବାହ୍ନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।