ଦେଶ ବିଦେଶ ମନୋରଞ୍ଜନ

ପୁଣି ବଢ଼ିଲା ରିଆଙ୍କ ଅଡ଼ୁଆ

ଦିବଂଗତ ବଲିଉଡ୍‌ ଅଭି‌ନେତା ସୁଶାନ୍ତ ସିଂହ ରାଜପୁତଙ୍କ ବାନ୍ଧବୀ ରିଆ ଚକ୍ରବର୍ତ୍ତୀ ପୁଣିଥରେ ଅଡ଼ୁଆରେ ପଡ଼ିବାକୁ ଯାଉଛନ୍ତି। ଗତବର୍ଷ ବମ୍ବେ ହାଇକୋର୍ଟଙ୍କ ଦ୍ବାରା ପ୍ରଦତ୍ତ ତାଙ୍କ ଜାମିନ୍‌କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ସୁପ୍ରିମ୍‌କୋର୍ଟରେ ଚ୍ୟାଲେଞ୍ଜ କରିଛି। ରିଆ ସୁଶାନ୍ତଙ୍କ ମୃତ୍ୟୁ ଘଟଣାର ମୁଖ୍ୟ ଅଭିଯୁକ୍ତ ମଧ୍ୟ। ସିବିଆଇ ଏହାର ଯାଞ୍ଚ କରୁଛି। ସୂଚନାଯୋଗ୍ୟ, ସୁଶାନ୍ତଙ୍କ ମୃତ୍ୟୁ ଘଟଣା ସହ ଜଡ଼ିତ ଡ୍ରଗ୍ସ ମାମଲାରେ ଏନ୍‌ସିବି ଗତବର୍ଷ ରିଆଙ୍କୁ ଗିରଫ କରିଥିଲା। ମାସାଧିକ କାଳ ସେ ଜେଲ୍‌‌ରେ ରହିବା ପରେ ତାଙ୍କୁ ବମ୍ବେ ହାଇକୋର୍ଟ ଜାମିନ୍‌ ପ୍ରଦାନ କରିଥିଲେ। ଏବେ ଏନ୍‌ସିବି ବମ୍ବେ ହାଇକୋର୍ଟଙ୍କ ଉକ୍ତ ନିଷ୍ପତ୍ତିକୁ ସୁପ୍ରିମ୍‌କୋର୍ଟ‌‌ରେ ଚ୍ୟାଲେଞ୍ଜ କରିଛି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ