ରାଜ୍ୟ

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ଘଟିଛି ଶହେଟି ହତ୍ୟା

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ଶହେଟି ହତ୍ୟା ଘଟଣା ଘଟିଛି। ସେହି ହତ୍ୟା ଘଟଣାରେ ମୋଟ୍ ୩୨୮ ଜଣ ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଧରାଯାଇଛି ଏବଂ କୋର୍ଟ ହାଜତକୁ ପଠାଯାଇଛି। ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ଶହେଟି ହତ୍ୟା ଘଟଣା ଘଟିଛି। ସେହି ହତ୍ୟା ଘଟଣାରେ ମୋଟ୍ ୩୨୮ ଜଣ ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଧରାଯାଇଛି ଏବଂ କୋର୍ଟ ହାଜତକୁ ପଠାଯାଇଛି। ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସେ ଆହୁରି କହିଛନ୍ତି, ମୋଟ୍ ଶହେଟି ମାମଲା ମଧ୍ୟରୁ ୨ ଗୋଟି ମାମଲାରେ ଦୋଷୀମାନଙ୍କୁ ଦଣ୍ଡିତ କରାଯାଇଛି। ୨୨ଗୋଟି ମାମଲା ଦୋଷମୁକ୍ତ ହୋଇଛି ଏବଂ ୬୯ଟି ମାମଲା ବିଚାରାଧୀନ ଅଛି। ସେହିପରି ପରି ଗଞ୍ଜାମ ଜିଲ୍ଲାରେ ଅପରାଧୀଙ୍କୁ ଧରିବା ସମୟରେ ପୁଲିସ ଉପରକୁ ୩୭ ଟି ମାମଲାରେ ଅପରାଧୀ ଚଳାଇଛନ୍ତି ଗୁଳି। ଅପରାଧୀଙ୍କ ଗୁଳି ଚାଳନା ସମୟରେ ୬୩ ଜଣ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଗଞ୍ଜାମ ଜିଲ୍ଲାରେ ୩୭ ଟି ମାମଲାରେ ୪୧ ଜଣ ଅପରାଧୀଙ୍କୁ ଏନକାଉଣ୍ଟର କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।