ଦେଶ ବିଦେଶ ରାଜନୀତି

ପୂର୍ବାହ୍ନ ୧୧ଟା ସୁଦ୍ଧା ଦେଶରେ ୨୬.୩୦ ପ୍ରତିଶତ ମତଦାନ

ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟ ପାଇଁ ସାତୋଟି ରାଜ୍ୟ ତଥା ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୭ ଟି ସଂସଦୀୟ ଆସନରେ ମତଦାନ ଜାରି ରହିଛି। ଦେଶରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୬.୩୦ ପ୍ରତିଶତ ମତଦାନ ହୋଇଛି।

ସେଥିମଧ୍ୟରୁ ହିମାଚଳ ପ୍ରଦେଶ ୩୧.୯୨ ପ୍ରତିଶତ ମତଦାନ ହୋଇଥିବାବେଳେ ଓଡିଶାରେ ୨୨.୬୪ ପ୍ରତିଶତ ମତଦାନ ହୋଇଛି।

ସେହିପରି ପଞ୍ଜାବରେ ୩୨.୯୧ ପ୍ରତିଶତ, ଚଣ୍ଡିଗଡ଼ରେ ୨୫.୦୩ ପ୍ରତିଶତ, ଉତ୍ତରପ୍ରଦେଶରେ ୨୮.୦୨ ପ୍ରତିଶତ ମତଦାନ ହୋଇଛି। ଏହା ସହିତ ବିହାରରେ ୨୪.୨୫୮ ପ୍ରତିଶତ, ଝାଡ଼ଖଣ୍ଡରେ ୨୯.୫୫ ପ୍ରତିଶତ ଏବଂ ପଶ୍ଚିମବଙ୍ଗରେ ୨୮.୧୦ ପ୍ରତିଶତ ମତଦାନ ହୋଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର