ଅପରାଧ ରାଜ୍ୟ

ପୂର୍ବ ଶତ୍ରୁତାର କରୁଣ ପରିଣତି, ପିକୋଳ ଗାଁରେ ବୋମାମାଡ

ସାଲେପୁର ୨୫/୧୦: ଦୀପାବଳି ରାତିରେ ଅଭାବନୀୟ ଘଟଣା । ସାଲେପୁର ପିକୋଳ ଗାଁରେ ବୋମାମାଡ । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି ।

ବିଳମ୍ବିତ ରାତିରେ ଗାଁର ପତିତପାବନ ନାୟକଙ୍କ ଘର ଉପରକୁ ବୋମାମାଡ କରିଛନ୍ତି ଦୁର୍ବୃତ୍ତ । ତେବେ ଏହି ବୋମାମାଡରେ କାହାର କୌଣସି କ୍ଷୟକ୍ଷତି ହୋଇନି । ଏନେଇ ସାଲେପୁର ଥାନାରେ ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳକୁ ଯାଇ ଛାନଭିନ୍ ଆରମ୍ଭ କରୁଛି । ବୋମାମାଡ ପରେ ପତିତପାବନଙ୍କ ପରିବାର ଭୟରେ ଅଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।