କଳା ଓ ସଂସ୍କୃତି ଲାଇଫ୍ ଷ୍ଟାଇଲ ସ୍ୱାସ୍ଥ୍ୟ

ପେଟ ପାଇଁ ଲାଭଦାୟକ ଏସବୁ ଜିନିଷ : ନିଶ୍ଚୟ କରନ୍ତୁ ଡାଏଟରେ ସାମିଲ

ସୁସ୍ଥ ଏବଂ ଫିଟ୍ ରହିବା ପାଇଁ ପେଟ ଠିକ ଭାବେ କାମ କରିବା ଅତ୍ୟନ୍ତ ଜରୁରୀ ହୋଇଥାଏ। ଲିଭରକୁ ସୁସ୍ଥ ରଖିବା ପାଇଁ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ରଖିବା ନିହାତି ଜରୁରୀ। ଆଜିର ସମୟରେ ଅସ୍ବାସ୍ଥ୍ୟକର ଖାଦ୍ୟପେୟ ଅଭ୍ୟାସ ଏବଂ ପରିବର୍ତ୍ତିତ ଜୀବନଶୈଳୀ ଯୋଗୁଁ ପେଟ ସମ୍ବନ୍ଧିତ ସମସ୍ୟାର ଆଶଙ୍କା ଅଧିକ ରହିଥାଏ। ଆଜି ଆମେ ଜାଣିବା ଲିଭରକୁ ସୁସ୍ଥ ଏବଂ ଫିଟ୍ ରଖିବା ପାଇଁ ଡାଏଟରେ କେଉଁ ଜିନିଷ ସାମିଲ କରିବା ଉଚିତ୍। ଏହି ଜିନିଷ ଗୁଡ଼ିକୁ ଡାଏଟରେ ସାମିଲ କରିବା ଦ୍ବାରା ଆପଣ ରୋଗମୁକ୍ତ ରହିବେ।

Hepatitis virus with human liver. 3d illustration

୧. ବିଟ୍ : ବିଟ୍ ସେବନ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଲିଭରକୁ ସୁସ୍ଥ ଏବଂ ଫିଟ୍ ରଖିବା​‌ ପାଇଁ ଡାଏଟରେ ବିଟକୁ ସାମିଲ କରନ୍ତୁ। ବିଟରେ ଆଣ୍ଟି ଅକ୍ସିଡାଣ୍ଟ୍,ମିନେରାଲ୍ସ ଏବଂ ଭିଟାମିନ୍ ପ୍ରଚୁର ମାତ୍ରାରେ ଥାଏ। ଏହା ଲିଭରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।


୨. କୋଳି : କୋଳିରେ ଏନ୍ଥୋସାୟନିନ ଥାଏ ଯାହା ଲିଭରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। ପେଟ ସମ୍ବନ୍ଧିତ ସମସ୍ୟା ଥିବା ରୋଗୀଙ୍କ ଡାଏଟରେ କୋଳି ସାମିଲ କରିବା ଉଚିତ୍। କୋଳି ସେବନ କରିବା ଦ୍ବାରା ଆପଣ ସୁସ୍ଥ ଏବଂ ଫିଟ୍ ରହିବେ।

୩. ଟଭା ଲେମ୍ବୁ : ପେଟ ପାଇଁ ଟଭା ଲେମ୍ବୁ ସେବନ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଟଭାଲେମ୍ବୁରେ ଆଣ୍ଟି ଅପ୍ସିଡାଣ୍ଟ ରହିଥାଏ ଯାହା ପେଟର କୋଶିକାଗୁଡ଼ିକ ରକ୍ଷା କରିବାରେ ସହାୟକ ହୋଇଥାଏ।


୪. ଚେର-ମୂଳି ଜାତୀୟ ଖାଦ୍ୟ : ଚେର-ମୂଳି ଜାତୀୟ ଖାଦ୍ୟ ସ୍ବାସ୍ଥ୍ୟ ପାଇଁ ଯଥେଷ୍ଟ ଲାଭଦାୟକ ହୋଇଥାଏ। ପେଟ ସମ୍ବନ୍ଧିତ ସମସ୍ୟା ଥିବା ରୋଗୀଙ୍କ ଡାଏଟରେ ଚେର-ମୂଳି ଜାତୀୟ ଖାଦ୍ୟ ସାମିଲ କରିବା ଉଚିତ୍।

୫. କଫି : ସୀମିତ ମାତ୍ରାରେ କଫି ସେବନ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। କଫି ସେବନ କରିବା ଦ୍ବାରା ପେଟ ସମ୍ବନ୍ଧିତ ସମସ୍ୟାରୁ ସୁରକ୍ଷିତ ରହିହେବ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ