ଅପରାଧ ରାଜ୍ୟ

ପୋଲ ବାଡ଼ରେ ଝୁଲୁଛି ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଭୋଗରାଇ୧୨/୦୯: ୫୭ ନମ୍ବର ରାଜ୍ୟ ରାଜପଥ ବାଟଗ୍ରାମ ପୋଲ ବାଡ଼ରେ ଝୁଲନ୍ତା ମୃତଦେହ ଠାବ। ଯୁବକ ଜଣକ ବାଟଗ୍ରାମର ଚୈତନ୍ୟ କାମିଳା । ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ । ଘଟଣା ସ୍ଥଳରେ ଭୋଗରାଇ ପୋଲିସ ପହଞ୍ଚି ହତ୍ୟା କି ଆତ୍ମହତ୍ୟା ତଦନ୍ତ ଜାରି ।

ସୂଚନା ଥାଉକି, ଆଜି ସକାଳୁ ମୃତଦେହ ଝୁଲୁଛିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ପରେ ପୋଲିସକୁ ଏନେଇ ଖବର ଦିଆଯାଇଥିଲା । ପୋଲିସ ଖବରପାଇ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।