Subscribe to Updates

    Get the latest creative news from FooBar about art, design and business.

    What's Hot

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023
    Facebook X (Twitter) Instagram
    Trending
    • ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ପ୍ରଥମ ସୂର୍ଯ୍ୟ ଅଭିଯାନ ପାଇଁ ଇସ୍ରୋ ପ୍ରସ୍ତୁତ: କେନ୍ଦ୍ରମନ୍ତ୍ରୀ
    ଦେଶ ବିଦେଶ

    ପ୍ରଥମ ସୂର୍ଯ୍ୟ ଅଭିଯାନ ପାଇଁ ଇସ୍ରୋ ପ୍ରସ୍ତୁତ: କେନ୍ଦ୍ରମନ୍ତ୍ରୀ

    NewsLaxmi7By NewsLaxmi7August 30, 2023Updated:August 30, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ: ସଫଳ ଚନ୍ଦ୍ର ଅଭିଯାନ ପରେ ଭାରତ ପ୍ରଥମ ସୂର୍ଯ୍ୟ ଅଭିଯାନ ‘ଆଦିତ୍ୟ-ଏଲ୧’ ପାଇଁ ପ୍ରସ୍ତୁତ ଅଛି। ଇସ୍ରୋ ସେପ୍ଟେମ୍ବର ୨ରେ ଆଦିତ୍ୟ-ଏଲ୍‌୧ ଲଞ୍ଚ କରିବାକୁ ଯାଉଛି। କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା (ସ୍ୱାଧୀନ ଦାୟିତ୍ୱ), ପିଏମ୍‌ଓ, କାର୍ମିକ, ଜନ ଅଭିଯୋଗ, ପେନସନ, ଆଣବିକ ଶକ୍ତି ଏବଂ ମହାକାଶ ରାଷ୍ଟ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ ଆଜି ଏହା କହିଛନ୍ତି। ମୈନପୁରୀରେ ଏକ ସାଧାରଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଡ. ସିଂହ କହିଛନ୍ତି ଯେ ସମଗ୍ର ବିଶ୍ୱ ଭାରତର ଚନ୍ଦ୍ରଯାନ ଅଭିଯାନର ସଫଳତାକୁ ପ୍ରଶଂସା କରୁଥିବା ବେଳେ ସୂର୍ଯ୍ୟ ଅଭିଯାନ ପ୍ରତି ଲୋକଙ୍କ ଆଗ୍ରହ ମଧ୍ୟ ବହୁଗୁଣିତ ହୋଇଛି।

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସମ୍ପୂର୍ଣ୍ଣ ଶ୍ରେୟ ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଯଦି ପ୍ରଧାନମନ୍ତ୍ରୀ ଭାରତର ମହାକାଶ କ୍ଷେତ୍ରକୁ ଅତୀତର ବନ୍ଧନରୁ ମୁକ୍ତ କରିବା ପାଇଁ ସାହସିକ ନିଷ୍ପତ୍ତି ନେଇ ନ ଥାନ୍ତେ, ତେବେ ଏସବୁ ସମ୍ଭବ ହୋଇନଥାନ୍ତା। ଫଳସ୍ୱରୂପ ଆଜି ୪ ବର୍ଷର ସ୍ବଳ୍ପ ସମୟ ମଧ୍ୟରେ ଇସ୍ରୋର ଆର୍ଥିକ ସମ୍ବଳ ବୃଦ୍ଧି ପାଇଛି, ଷ୍ଟାର୍ଟଅପ ସଂଖ୍ୟା ୪ରୁ ୧୫୦କୁ ବୃଦ୍ଧି ପାଇଛି। ଭାରତର ଉପଗ୍ରହ ଉତ୍‌କ୍ଷେପଣ କେନ୍ଦ୍ରର ବିଶ୍ୱସନୀୟତା ଏତେ ବଢ଼ିଯାଇଛି ଯେ, ୟୁରୋପୀୟ ଉପଗ୍ରହ ଉତ୍‌କ୍ଷେପଣରୁ ଏପର୍ଯ୍ୟନ୍ତ ଭାରତ ୨୬୦ ନିୟୁତ ୟୁରୋରୁ ଅଧିକ ଆୟ କରିଛି ଏବଂ ଆମେରିକୀୟ ଉପଗ୍ରହ ଉତ୍‌କ୍ଷେପଣରୁ ୧୫୦ ନିୟୁତ ଡଲାରରୁ ଅଧିକ ରୋଜଗାର କରିଛି।

    ଡ. ସିଂହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ବୈଜ୍ଞାନିକ ଜଗତର ସମ୍ମାନ ବଢ଼ାଇବା କାରଣରୁ ଆଜି ସୂର୍ଯ୍ୟକୁ ପ୍ରଥମ ମହାକାଶ ଯାନ ପଠାଇବାକୁ ଆମର ସାହସ ଆସିଛି। ସୂର୍ଯ୍ୟ ମହାକାଶ ଅଭିଯାନ ‘ଆଦିତ୍ୟ-ଏଲ୧’ ପୋଲାର ସାଟେଲାଇଟ୍ ଲଞ୍ଚ ଭେଇକିଲ (ପିଏସଏଲଭି) ଦ୍ବାରା ସାତଟି ପେଲୋଡ୍ ସହିତ ଉତ୍‌କ୍ଷେପିତ ହେବ। ଏହି ମହାକାଶଯାନ ପୃଥିବୀଠାରୁ ପ୍ରାୟ ୧.୫ ନିୟୁତ କିଲୋମିଟର ଦୂର ସୂର୍ଯ୍ୟ-ପୃଥିବୀ ପ୍ରଣାଳୀର ଲାଗ୍ରାଞ୍ଜ ପଏଣ୍ଟ -୧ (ଏଲ୧) ଚାରିପାଖରେ ଏକ ପ୍ରଭାମଣ୍ଡଳ କକ୍ଷପଥରେ ରହିବ ଏବଂ ଏହି କକ୍ଷପଥରେ ରଖାଯାଇଥିବା ଉପଗ୍ରହ ବିନା କୌଣସି ଗ୍ରହଣରେ ସୂର୍ଯ୍ୟଙ୍କୁ କ୍ରମାଗତ ଭାବରେ ଦେଖିବାର ପ୍ରମୁଖ ଫାଇଦା ପାଇବ ବୋଲି ସେ କହିଛନ୍ତି। ଡ. ସିଂହ କହିଛନ୍ତି ଯେ, ମଙ୍ଗଳ ଓ ଚନ୍ଦ୍ର ଅଭିଯାନ ପରେ ଆଦିତ୍ୟ ଏଲ୍-୧ ହେଉଛି ତୃତୀୟ ଅଭିଯାନ। ଏହା ସୂର୍ଯ୍ୟଙ୍କ ଶକ୍ତି ଉତ୍ସ ଉପରେ ଅଧ୍ୟୟନ କରିବ।

    Share. Facebook Twitter LinkedIn WhatsApp Email
    Previous Articleମଣିପୁରରେ ସାନି ହିଂସା: ଗୁଳି ଚୋଟରେ ୨ ମୃତ, ୭ ଆହତ
    Next Article ବ୍ରାହ୍ମଣୀ ନଦୀରେ ସ୍ନାନ କରିବା ବେଳେ ବୟସ୍କଙ୍କୁ ଟାଣିନେଲା କୁମ୍ଭୀର: ମିଳୁନି ପତ୍ତା
    NewsLaxmi7
    • Website

    Related Posts

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁବନେଶ୍ବର: ଅକ୍ଟୋବର ମାସ ଆରମ୍ଭ ସହିତ ଆସିଯାଇଛି ବାତ୍ୟା ଋତୁ। ସାଧାରଣତଃ ମୌସୁମୀ ଫେରିବା ସମୟରେ ଓଡ଼ିଶାକୁ ବାତ୍ୟା ଭୟ…

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ପାଲା ଦେଖି ଫେରୁଥିଲେ ଯୁବକ, ଧକ୍କା ଦେଲା ସିଏମ୍‌ସି ଗାଡି

    November 21, 2022

    ଜାନୁଆରିରେ ୧୪ ଦିନ ବ୍ୟାଙ୍କ ଛୁଟି

    December 22, 2022

    ଝୁଲନ୍ତା ଅବସ୍ଥାରେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର, ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ସନ୍ଦେହ

    June 16, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.