ଅପରାଧ ରାଜ୍ୟ

ପ୍ରାଚୀ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ବଢିଲା ସସପେନ୍ସ

ନିଆଳି ୨୮/୦୭: କଟକ ଗ୍ରାମାଞ୍ଚଳ ପୋଲିସ ଓଲଟପୁର ଥାନା ଅଧିନ ଓଲଟପୁର ପ୍ରାଚୀ ନଦୀରୁ ଜଣେ ଯୁବକର ମୃତଦେହ ଉଦ୍ଧାର । ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ଅଗ୍ନିଶମ ବାହିନୀ ଓ ଓଲଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହିତ ପୋଷ୍ଟମଟମ ପାଇଁ ପଠାଇଛି । ମୃତ ଯୁବକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।