Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଫାଇଲେରିଆ ଦୂରୀକରଣ ପାଇଁ ୧୦ରୁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ
    ରାଜ୍ୟ

    ଫାଇଲେରିଆ ଦୂରୀକରଣ ପାଇଁ ୧୦ରୁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ

    NewsLaxmi7By NewsLaxmi7February 10, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ଭୁବନେଶ୍ବର : ରାଜ୍ୟର ୧୦ଟି ଫାଇଲେରିଆ ପ୍ରବଣ ଜିଲ୍ଲାରେ ଲିମ୍ଫାଟିକ୍ ଫାଇଲେରିଆସିସ୍(ଏଲ୍‌ଏଫ୍‌) ଦୂରୀକରଣ ପାଇଁ ଆସନ୍ତା ୧୦ ତାରିଖରୁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ(ଏମ୍‌ଡିଏ) ଆରମ୍ଭ ହେବ। ଏହି ଅଭିଯାନରେ ୧,୩୬,୦୬,୯୪୮ଜଣ ହିତାଧିକାରୀଙ୍କୁ ଔଷଧ ପ୍ରଦାନ କରାଯିବ। ଔଷଧ ଖୁଆଇବାକୁ ସୁନିଶ୍ଚିତ କରିବା ଲାଗି ୫୧,୩୭୧ ଜଣ ତାଲିମପ୍ରାପ୍ତ ଔଷଧ ପ୍ରଦାନକାରୀ ଘରକୁ ଘର ଗସ୍ତ କରିବେ। କାର୍ଯ୍ୟକ୍ରମର ତଦାରଖ କରିବା ପାଇଁ ୫,୧୧୧ ଜଣ ସୁପରଭାଇଜରଙ୍କୁ ନି‌ୟୋଜିତ କରାଯାଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

    ୨୦୨୭ ସୁଦ୍ଧା ଫାଇଲେରିଆ ଦୂରୀକରଣ ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହାର ଗୁରୁତ୍ବକୁ ଉପଲବ୍ଧ କରି ରାଜ୍ୟ ସରକାର ୧୦ଟି ଫାଇଲେରିଆ ପ୍ରବଣ ଜିଲ୍ଲାରେ ଏହାକୁ କାର୍ଯ୍ୟକାରୀ କରିଛନ୍ତି। ବାଲେଶ୍ବର, ଭଦ୍ରକ, ବଲାଙ୍ଗୀର, କଟକ, କଳାହାଣ୍ଡି, କନ୍ଧମାଳ, ଖୋର୍ଧା, ନୟାଗଡ଼, ନୂଆପଡ଼ା ଓ ରାୟଗଡ଼ା ଜିଲ୍ଲାରେ ଔଷଧ ପ୍ରଦାନ କରାଯିବ। ୨ବର୍ଷରୁ କମ୍ ବୟସର ଶିଶୁ, ଗର୍ଭବତୀ ମହିଳା ଓ ଗୁରୁତର ଅସୁସ୍ଥ ଥିବା ଲୋକଙ୍କ ଛଡ଼ା ଅନ୍ୟମାନେ ତାଲିମପ୍ରାପ୍ତ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପସ୍ଥିତିରେ ନିଶ୍ଚିତ ଭାବେ ଔଷଧ ସେବନ କରିବେ।

     ୧.୩ କୋଟି ହିତାଧିକାରୀଙ୍କୁ ଔଷଧ ଖୁଆଇବେ ୫୧ହଜାର ତାଲିମପ୍ରାପ୍ତ ଔଷଧ ପ୍ରଦାନକାରୀ
    ଆଲ୍‌ବେଣ୍ଡାଜୋଲ୍‌କୁ ଚୋବାଇବେ ଓ ଡିଇସିକୁ ସଂପୂର୍ଣ୍ଣ ଗିଳିବେ
    ୨୦୨୭ ସୁଦ୍ଧା ଫାଇଲେରିଆସିସ୍‌ର ଦୂରୀକରଣ ଲକ୍ଷ୍ୟ

    news-medical.net

    ଫାଇଲେରିଆ ଏକ ସାଂଘାତିକ ଜନସ୍ବାସ୍ଥ୍ୟ ସମସ୍ୟା। ଯାହାକି ମଶା କାମୁଡ଼ିବା ଦ୍ବାରା ବ୍ୟାପିଥାଏ। ସାଧାରଣତଃ ପିଲାଦିନେ ଏହା ସଂକ୍ରମିତ ହେଉଥିବା ବେଳେ ପ୍ରାପ୍ତ ବୟସ୍କ ଅବସ୍ଥାରେ ଏହାର ଲକ୍ଷଣ ପ୍ରକାଶ ପାଇଥାଏ। ଏହି ସଂକ୍ରମଣ ଶରୀରର ଲିମ୍ଫାଟିକ ବ୍ୟବସ୍ଥାକୁ ନଷ୍ଟ କରିଥାଏ। ଯାହାର ଚିକିତ୍ସା କରା ନ ଗଲେ ଏହା ଶରୀରର ବିଭିନ୍ନ ଅଂଶରେ ଫୁଲା ସୃଷ୍ଟି କରିଥାଏ, ଯାହାକି ଆରୋଗ୍ୟସାଧ୍ୟ ନୁହେଁ। ଫାଇଲେରିଆସିସ୍‌ରେ ଆକ୍ରାନ୍ତ ଲୋକମାନେ ହାଇଡ୍ରୋସିଲ(ଅଣ୍ଡକୋଷ ଫୁଲିବା), ଲିମ୍ଫୋଡେମା(ଅଙ୍ଗ ପ୍ରତ୍ୟଙ୍ଗ ପୁଲିବା) ଓ କାଇଲୁରିଆ(ଦୁଗ୍ଧ ରଙ୍ଗର ପରିସ୍ରା) ଭଳି ଅନେକ ସମସ୍ୟାର ସମ୍ମୁଖୀନ ହୋଇଥା’ନ୍ତି। ଫାଇଲେରିଆ ନିରୋଧୀ ଔଷଧ ଆଲ୍‌ବେଣ୍ଡାଜୋଲକୁ ଚୋବାଇ ଖାଇବା ସହିତ ଡିଇସିକୁ ସଂପୂର୍ଣ୍ଣ ଭାବେ ଗିଳିବାକୁ ହେବ। ଖାଦ୍ୟ ଖାଇବା ପରେ ଏସବୁକୁ ଖାଇବା ଉଚିତ। ଏହା କୌଣସି ନୂଆ ଔଷଧ ନୁହେଁ ଓ ସାଧାରଣଭାବେ ବ୍ୟବହାର ହେଉଥିବା ଔଷଧ ମଧ୍ୟରୁ ଏହି ୨ଟି ଔଷଧର ପାର୍ଶ୍ବ ପ୍ରତିକ୍ରିୟା ଅତି ନଗଣ୍ୟ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ମତ ଦେଇଛନ୍ତି।

    ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଉପଲକ୍ଷେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ ହେଲ୍‌ଥ ଷ୍ଟ୍ରାଟେଜିସ ପକ୍ଷରୁ ମିଳିତଭାବେ ଆଜି ଏକ କର୍ମଶାଳା ଆୟୋଜିତ ହୋଇଥିଲା। ଏଥିରେ ବିଭାଗୀୟ ସ୍ବତନ୍ତ୍ର ସଚିବ ଡା.ଅଜିତ ମହାନ୍ତି, ଜନସ୍ବାସ୍ଥ୍ୟ ନିର୍ଦେଶକ ଡା.ନିରଞ୍ଜନ ମିଶ୍ର, ଏନ୍‌ଭିବିଡିସିପିର ଯୁଗ୍ମ ନିର୍ଦେଶକ ଡା.ଶୁଭାଶିଷ ମହାନ୍ତି, ସୁଚିତ୍ର ସାମଲ, ଡା.ଅମରେନ୍ଦ୍ରନାଥ ମହାନ୍ତି, ଡା.ରାମଚନ୍ଦ୍ର ରାଉତ, ଅନୁଜ ଭୋଷ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Article୨ ଦିନ ପରେ ଚାଲିଲା କାଗଜ କଳ
    Next Article ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି: ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେବେ
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଆଉଟ ହେବା ପରେ ରାଗିଗଲେ କୋହଲି, ଚେୟାରକୁ ବ୍ୟାଟ୍‌ରେ ପିଟିଦେଲେ, ଭିଡିଓ ଭାଇରାଲ

    April 15, 2021

    ଘରୋଇ କଳହର କରୁଣ ପରିଣତି, ପୁଅର ଚାପୁଡାରେ ବାପାର ଜୀବନ ଗଲା

    May 17, 2022

    ବିଧବା ବୋହୂକୁ ଜାଳିଦେଲା ଶାଶୂ, ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ସସ୍ମିତା

    February 10, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.