ଅପରାଧ ରାଜ୍ୟ

ବଲାଙ୍ଗୀରରେ ଯୁବକଙ୍କୁ ହତ୍ୟା, କାରଣ ଖୋଜୁଛି ପୋଲିସ

ବଲାଙ୍ଗୀର ୧୧।୦୯ : ବଲାଙ୍ଗୀରରେ ଥମୁନି ଅପରାଧ । ବଲାଙ୍ଗୀର ସହର ନିକଟ ଖୁଜେଲପାଲି ଗାଁରେ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ ସୁରେଶ ଭୋଇ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୁରେଶ ଖୁଜେନପାଲିରେ ଏକାକୀ ରହୁଥିଲେ ସୁରେଶ । ତାଙ୍କର ଦୁଇ ଜଣ ସ୍ତ୍ରୀ ଥିବା ବେଳେ ଜଣେ ବେହେରାପାଲି ଓ ଜଣେ ଖର୍ଲିକାନୀରେ ରହୁଛନ୍ତି । ସୁରେଶ ମଦ ପାଇ ବିଭିନ୍ନ ସମୟରେ ଲୋକଙ୍କୁ ଗାଳିଗୁଳଜ କରିବା ସହ ଝଗଡ଼ା କରନ୍ତି ।ତେବେ ନିଶାଶସ୍ତ ଅବସ୍ଥାରେ ସୁରେଶଙ୍କ କାହା ସହ ଝଗଡ଼ା ପରେ ହତ୍ୟା କରାଯାଇଥିବା ସୂଚନା । ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ଖୋଲତାଡ଼ ଆରମ୍ଭ କରିଛି । ଏପିରି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ପୋଲିସ ବୋଲି ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।