ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ବଲିଉଡ୍‌ ସୁପରଷ୍ଟାର ଅମିତାଭ୍‌ ବଚ୍ଚନ କରୋନା ପଜିଟିଭ୍‌, ଟ୍ଵିଟ୍‌ କରି ଦେଲେ ସୂଚନା

ମୁମ୍ବାଇ : ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ କରୋନା ସଂକ୍ରମିତ । ଏନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି, ମୋର କୋଭିଡ ଟେଷ୍ଟ ପଜିଟିଭ୍‌ ହୋଇଛି। ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି, ଦୟାକରି ନିଜର ଟେଷ୍ଟ କରାଇ ନିଅନ୍ତୁ। ଏହା ବ୍ୟତୀତ ପ୍ରଶଂସକମାନେ ତାଙ୍କ ପୋଷ୍ଟ ଦେଖି ତାଙ୍କୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

କହିବାକୁ ଗଲେ ବିଗ୍‌ ବିଙ୍କୁ ଦ୍ଵିତୀୟ ଥର ପାଇଁ କୋଭିଡ୍‌ ହୋଇଛନ୍ତି। ଏହା ପୂର୍ବରୁ ସେ ସଂକ୍ରମିତ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ । ନିକଟରେ ଅମିତାଭ ବଚ୍ଚନ ବର୍ତ୍ତମାନ କୌନ ବନେଗା କରୋଡପତିର ୧୪ତମ ସିଜିନ୍ ହୋଷ୍ଟ କରୁଛନ୍ତି । ତାଙ୍କ ରିପୋର୍ଟ ନେଗେଟିଭ୍‌ ନଆସିବା ଯାଏଁ କେବିସି ହୋଷ୍ଟ କରିପାରିବେ ନାହିଁ । ଏବେ ଦେଖିବାକୁ ବାକି ରହିଲା କି ଶୋ କିଛି ଦିନ ପାଇଁ ବନ୍ଦ ରହିବ ନା ଅମିତାଭଙ୍କ ସ୍ଥାନ ଅନ୍ୟ ରିପଲେସ୍‌ ହେବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ