ଅପରାଧ ରାଜ୍ୟ

ବସ୍ତିରୁ ନାବାଳକଙ୍କ ମୃତଦେହ ମିଳିବା ଘଟଣା : ପୋଲିସ ହାତରେ ଲାଗିଲା ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ବର ୧୮।୬: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଣ୍ଡାକୁଦିଆ ବସ୍ତିରୁ ନାବାଳକଙ୍କ ମୃତଦେହ ମିଳିବା ମାମଲାରେ ପୋଲିସ ହାତରେ ଲାଗିଲା ଦ୍ବତରାଜ ନାୟକଙ୍କ ପୋଷ୍ଟମର୍ଟମ ରିପୋର୍ଟ

। ଦ୍ବତରାଜଙ୍କ ଶରୀରରେ କୌଣସି ବାହ୍ୟ ଆଘାତ ଲାଗିନଥିବା ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ରହିଛି । ଏସଏଫଏସଏଏଲକୁ ଭିସେରା ପଠାଇଲା କମିଶନରେଟ୍ ପୋଲିସ । ଦ୍ବତରାଜର ଜବତ ମୋବାଇଲକୁ ଯାଞ୍ଚ ପାଇଁ ଫରେନସିକ୍ ଲ୍ୟାବୋରେଟୋରୀକୁ ପଠାଯାଇଛି । ଏ ନେଇ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।