ଦେଶ ବିଦେଶ ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ବସ୍ ଭିତରେ ଜୀବନ ହାରିଲେ ପ୍ରବାସୀ ! ପୋଲିସର ଛାନଭିନ୍

ଭଦ୍ରକ, ୨୦।୦୫ : ବସ୍ ଭିତରେ ଜୀବନ ହାରିଲେ ପ୍ରବାସୀ । ଭୟରେ ଓହ୍ଲାଇ ଚାଲିଗଲେ ଅନ୍ୟ ପ୍ରବାସୀ । ଏପରି ଏକ ଘଟଣା ଘଟିଛି ଭଦ୍ରକ ବନ୍ତ ଛକ ନିକଟରେ ।

ସୂଚନା ଅନୁସାରେ, ଏକ ବସ୍ କୋଏମ୍ବାଟୁରରୁ ପ୍ରବାସୀଙ୍କୁ ନେଇ ପଶ୍ଚିମବଙ୍ଗ ଯାଉଥିଲା । ଏଥିରେ ଥିବା ଜଣେ ପ୍ରବାସୀ ବସ୍ ଭିତରେ ହିଁ ପ୍ରାଣ ହରାଇଥିବା କୁହାଯାଉଛି। ତାଙ୍କ ମୃତ୍ୟୁ ପରେ ବସରୁ ଓହ୍ଲାଇ ଅନ୍ୟ ପ୍ରବାସୀମାନେ ପଳାଇଛନ୍ତି । ବସଟି ବନ୍ତ ଛକ ନିକଟରେ ହିଁ ଅଟକି ରହିଛି । ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଁଚି ଛାନଭିନ୍ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ