Subscribe to Updates

    Get the latest creative news from FooBar about art, design and business.

    What's Hot

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ

    October 3, 2023
    Facebook X (Twitter) Instagram
    Trending
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    • ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
    • ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ
    • ରୋଗରେ ଅସ୍ତବ୍ୟସ୍ତ ଓଡ଼ିଶା: ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ୍, ଡେଙ୍ଗୁ ଓ ଭାଇରାଲ୍ ଜ୍ବର
    • ୨୦୨୪ ସାଧାରଣ ନିର୍ବାଚନ କସରତ: ବଦଳିବ ବିଜେପିର ଟିକେଟ୍‌ ଫର୍ମୁଲା
    • ‘ପ୍ରଜ୍ଞାନ’ଠାରୁ ସବୁକିଛି ହାସଲ ହୋଇସାରିଛି: ଇସ୍ରୋ ମୁଖ୍ୟ
    • ମଣିପୁରରେ ତେଜିଲା ହିଂସାତ୍ମକ ଆନ୍ଦୋଳନ: ବିଭିନ୍ନ ସ୍ଥାନରେ ପୋଡ଼ାଜଳା, ଡିସି ଅଫିସ ଭଙ୍ଗାରୁଜା
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ବାପାପୁଅଙ୍କୁ ଏକାଠି କଲା ଆଧାରକାର୍ଡ
    ରାଜ୍ୟ

    ବାପାପୁଅଙ୍କୁ ଏକାଠି କଲା ଆଧାରକାର୍ଡ

    NewsLaxmi7By NewsLaxmi7July 13, 2023Updated:July 13, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    କେନ୍ଦୁଝର: ଆଧାରକାର୍ଡ ପାଲଟିଲା ମିଳନର ମାଧ୍ୟମ। ଆଧାରକାର୍ଡ ପାଇଁ ଭିନ୍ନକ୍ଷମ ପୁଅକୁ ୬ ବର୍ଷ ପରେ ନିଜ ପରିବାର ଫେରିପାଇବା ଚର୍ଚ୍ଚାର ବିଷୟ ହୋଇଛି। ୨୦୧୭ ଜୁନ୍‌ ୨ରେ ୧୨ବର୍ଷର ଜଣେ ଭିନ୍ନକ୍ଷମ (ମୂକ, ବଧିର) ନାବାଳକ କେନ୍ଦୁଝର ବଜାରରେ କାନ୍ଦିକାନ୍ଦି ବୁଲୁଥିଲେ। ଖବର ପାଇ କେନ୍ଦୁଝର ଶିଶୁ ମଙ୍ଗଳ ସମିତିର କର୍ମକର୍ତ୍ତାମାନେ ତାଙ୍କୁ ଉଦ୍ଧାର କରିଥିଲେ। ନାବାଳକ ଜଣକ ମୂକ, ବଧିର ହୋଇଥିବାରୁ ସେ ନିଜ ପରିଚୟ ଦେଇପାରି ନଥିଲେ। ନାବାଳକଙ୍କୁ ତେଲକୋଇସ୍ଥିତ ଭିନ୍ନକ୍ଷମ ଥଇଥାନ ସଂସ୍ଥାକୁ ପଠାଇ ଦିଆଯାଇଥିଲା।

    କିଛିଦିନ ତଳେ ତାଙ୍କର ଆଧାରକାର୍ଡ ତିଆରି କରିବା ପାଇଁ ଟିପଚିହ୍ନ ନେବାବେଳେ ପୂର୍ବରୁ ତାଙ୍କର ଆଧାରକାର୍ଡ ଥିବା ଜଣାପଡ଼ିଥିଲା। ଉକ୍ତ ଆଧାରକାର୍ଡରୁ ହିଁ ଭିନ୍ନକ୍ଷମ ନାବାଳକଙ୍କ ଘର ବିହାର ରାଜ୍ୟ ଦରଭଙ୍ଗା ଜିଲ୍ଲା ଅନ୍ତର୍ଗତ ସାହାପୁର ଗ୍ରାମରେ ବୋଲି ଜଣାପଡ଼ିଥିଲା। ସେ ରାମକିଶୋର ଯାଦବଙ୍କ ପୁଅ ମିଣ୍ଟୁ କୁମାର ବୋଲି ଜଣାପଡ଼ିଥିଲା। ଏହାପରେ ପ୍ରଶାସନ ପକ୍ଷରୁ ରାମକିଶୋର ଯାଦବଙ୍କ ସହ ଯୋଗାଯୋଗ କରାଯାଇଥିଲା। ସେ ଗତକାଲି କେନ୍ଦୁଝର ଆସିବା ପରେ ନିଜ ହଜିଲା ପୁଅକୁ ପାଇ ଖୁସିରେ ଅଧୀର ହୋଇଯା‌ଇଛନ୍ତି। ବାପପୁଅଙ୍କ ମିଳନ ହେବା ପରେ ଉଭୟ ଆଜି ନିଜ ଗାଁକୁ ଫେରିଯାଇଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleରାଇପାହାଡ଼ରେ ଆନ୍ଧ୍ରର ଅନୁପ୍ରବେଶ ପ୍ରସଙ୍ଗ: ବିନା ନିଷ୍କର୍ଷରେ ବୈଠକ ଶେଷ
    Next Article ଷ୍ଟେସନ ମାଷ୍ଟରଙ୍କୁ ସିବିଆଇର ମାରାଥନ୍ ଜେରା: ଅବହେଳାର ପ୍ରମାଣ ଖୋଜୁଛି ତଦନ୍ତକାରୀ ଟିମ୍
    NewsLaxmi7
    • Website

    Related Posts

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ

    October 3, 2023

    ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ଭୁବନେଶ୍ୱର: ରାଜଧାନୀରେ ଥିବା ଲୋକସେବା ଭବନରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଲୋକସେବା ଭବନର ପ୍ରଥମ ମହଲାରେ ନିଆଁ ଲାଗିଥିଲା।…

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ

    October 3, 2023

    ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଖରାଛୁଟିରେ ପିଲା ଖାଇବେ ଆଇରନ ବଟିକା

    April 28, 2023

    ଗାଁ ମେଳଣରେ ଅଘଟଣ, ଯୁବକଙ୍କ ବେକ କାଟିଦେଲା ଦୁର୍ବୁତ୍ତ

    May 5, 2022

    ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ମିଳିନି ମୃତକଙ୍କ ପରିଚୟ

    June 20, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.