ଖେଳ ଦେଶ ବିଦେଶ

ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ! ଜୁନରେ ଖେଳାଯାଇପାରେ ମ୍ୟାଚ୍

କଟକ,୦୪/୦୨: ଓଡିଶାରେ ହେବ ଅନ୍ତର୍ଜାତୀୟ ଟି୨୦ ମୁକାବିଲା । ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା ! ବାରବାଟୀରେ ଖେଳାଯିବ ଏହି ମ୍ୟାଚ୍ । ଏନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରା ବିସିସିଆଇ ସହ କଥା ହୋଇଥିବା କହିଛନ୍ତି ।

ଓସିଏ ସମ୍ପାଦକ କହିଛନ୍ତି ଯେ, କରୋନା ପାଇଁ ବାରବାଟୀରେ ଭାରତ-ଓ୍ୱେଷ୍ଟ ଇଣ୍ଡିଜ୍ ମଧ୍ୟରେ ଦିନିକିଆ ମ୍ୟାଚ୍ ହୋଇଥାନ୍ତା । କିନ୍ତୁ ବାୟୋ ବବଲ ପାଇଁ ଏହାକୁ ଦୁଇଟି ସ୍ଥାନରେ ଖେଳାଯିବ । ତେବେ ଜୁନ ମାସରେ ଦକ୍ଷିଣ ଆଫ୍ରିକା ଭାରତ ଗସ୍ତରେ ଆସିବ । ଉଭୟ ଟିମ୍ ମଧ୍ୟରେ ଟି୨୦ ସିରିଜ୍ ଖେଳାଯିବ । ସିରିଜର ଗୋଟିଏ ମ୍ୟାଚ୍ ବାରବାଟୀରେ ଖେଳାଯାଇପାରେ । ଏନେଇ ସେ ବିସିସିଆଇ ସଭାପତିଙ୍କ ସହ କଥା ହୋଇଛନ୍ତି ବୋଲି କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ