ରାଜ୍ୟ

ବାଲେଶ୍ବର-ଭଦ୍ରକ ଲୋକସଭା ଆସନରେ ତ୍ରିମୁଖୀ ଲଢ଼େଇ

ଭୁବନେଶ୍ବର: ଲୋକସଭା ନିର୍ବାଚନ ୨୦୨୪ର ସପ୍ତମ ପର୍ଯ୍ୟାୟ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ପାଇଁ ମତଦାନ ଜୁନ୍ ୧ରେ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂପୁର ଆଦି ୬ଟି ସଂସଦୀୟ ନିର୍ବାଚନମଣ୍ଡଳୀ ନିର୍ବାଚନ ମତଦାନ ଅନୁଷ୍ଠିତ ହେବ।

ଶେଷ ପର୍ଯ୍ୟାୟରେ ଓଡିଶାର ହେବାକୁ ଥିବା ଲୋକସଭା ନିର୍ବାଚନରେ ​​ବାଲେଶ୍ବର ଭଦ୍ରକ ନିର୍ବାଚନମଣ୍ଡଳୀରେ କଡ଼ା ମୁକାବିଲା ହେଉଛି। ଏହି ଦୁଇ ଲୋକସଭା ଆସନରେ ତ୍ରିମୁଖୀ ଲଢ଼େଇ ଜାରି ରହିଛି।

ବାଲେଶ୍ୱର ନିର୍ବାଚନମଣ୍ଡଳୀରେ କଂଗ୍ରେସର ଶ୍ରୀକାନ୍ତ କୁମାର ଜେନା, ବିଜେପିର ପ୍ରତାପ ଷଡ଼ଙ୍ଗୀ ଏବଂ ବିଜେଡିର ଲେଖାଶ୍ରୀ ସାମନ୍ତସିଂହାରଙ୍କ ମଧ୍ୟରେ ଏକ ତ୍ରିକୋଣୀୟ ଲଢ଼େଇ ଜାରି ରହିଛି। ସେହିପରି ଭଦ୍ରକ ଏସସି ନିର୍ବାଚନମଣ୍ଡଳୀରେ କଂଗ୍ରେସର ଅନନ୍ତ ପ୍ରସାଦ ସେଠୀ, ବିଜେପିର ଅଭିମନ୍ୟୁ ସେଠୀ ଏବଂ ବିଜେଡିର ମଞ୍ଜୁଲତା‌ ମଣ୍ଡଳଙ୍କ ମଧ୍ୟରେ ତ୍ରିମୁଖୀ ଲଢ଼େଇ ଜାରି ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।