Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Monday, June 5
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ବାହାଘର ଭୋଜିରେ ଯୁବବିଜ୍ଞାନୀ ଶେଷ କିସାନଙ୍କ ଘୋଷଣା: ଖୋଲିବେ ଫାର୍ମା କମ୍ପାନି, ଶସ୍ତାରେ ଯୋଗାଇବେ ଔଷଧ
    ରାଜ୍ୟ

    ବାହାଘର ଭୋଜିରେ ଯୁବବିଜ୍ଞାନୀ ଶେଷ କିସାନଙ୍କ ଘୋଷଣା: ଖୋଲିବେ ଫାର୍ମା କମ୍ପାନି, ଶସ୍ତାରେ ଯୋଗାଇବେ ଔଷଧ

    NewsLaxmi7By NewsLaxmi7November 23, 2022No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ରେଢ଼ାଖୋଲ: ଯୁବବିଜ୍ଞାନୀ ଶେଷ କିଷାନଙ୍କ ବାହାଘର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେ ଓଡ଼ିଶାରେ ଡ.ଶେଷ କିଷାନ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନି ଖୋଲିବେ ଓ ତା’ର ଲାଭାଂଶ ଗରିବ ପିଲାଙ୍କ ପାଠପଢ଼ାରେ ଖର୍ଚ୍ଚ ହେବ ବୋଲି ଘୋଷଣା କରିଛନ୍ତି। ମଙ୍ଗଳବାର ବାହାଘର ଭୋଜି ଅବସରରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଡ. କିଷାନ ଏହି ଘୋଷଣା କରିଥିଲେ। ସେ କହିଛନ୍ତି ଯେ ଅତି ଅଳ୍ପ ଖର୍ଚ୍ଚରେ ସାଧାରଣ ରୋଗୀମାନେ ଉନ୍ନତ ମାନର ଔଷଧ ପାଇପାରିବେ। ୪ ମାସ ମଧ୍ୟରେ ଓଡ଼ିଶାରେ ଜେନେରିକ୍‌ ମେଡିସିନ ଡାଇବେଟିସ, ବ୍ଲଡ୍‌ପ୍ରେସର, ଆଣ୍ଟିବାୟୋଟିକ, ମଲ୍‌ଟିଭିଟାମିନ, ଗ୍ୟାଷ୍ଟିକ ଭଳି ୫ ପ୍ରକାର ମେଡିସିନ ତାଙ୍କ କଂପାନି ଦ୍ବାରା ବାହାର କରାଯାଇ ସାଧାରଣ ଲୋକଙ୍କୁ ବ୍ୟବହାର ପାଇଁ ଯୋଗାଇ ଦିଆଯିବ। ଆଗକୁ ୫୦୦ରୁ ୧୦୦୦ ଜେନେରିକ ମେଡିସିନ ପ୍ରଡକ୍ଟ ବାହାର କରିବେ ଓ ଏହାର ମୁଖ୍ୟାଳୟ ଭୁବନେଶ୍ବରରେ ରହିବ ବୋଲି ଘୋଷଣା କରିଥିଲେ। ପରବର୍ତ୍ତୀ ସମୟରେ କ୍ୟାନ୍‌ସର ଭଳି ରୋଗର ମେଡିସିନ ମଧ୍ୟ କଂପାନି ଦ୍ବାରା ପ୍ରସ୍ତୁତ ହେବ ବୋଲି କହିଥିଲେ। ଏହି ସାମ୍ବଦିକ ସମ୍ମଳନୀରେ ତାଙ୍କ ନବବିବାହିତ ସ୍ତ୍ରୀ’ଙ୍କ ଉଚ୍ଚ ପ୍ରଶଂସା କରିଥିଲେ ଡ. କିଷାନ। ସେ କହିଥିଲେ ବାଲେଶ୍ବର ଝିଅ ହେଲେ ମଧ୍ୟ ଉଚ୍ଚ ଶିକ୍ଷିତା ଓ ଗୁଣବତୀ। ତାଙ୍କ ସହିତ ସେ ବେଶ ଆଡଜଷ୍ଟ କରିପାରିବେ ବୋଲି କହିଥିଲେ। ତାଙ୍କ ବୈଜ୍ଞାନିକ ଜୀବନର ସବୁ କିଛିକୁ ବହୁତ ଭଲ ପାଆନ୍ତି ତାଙ୍କ ନବବିବାହିତ ସ୍ତ୍ରୀ ବୋଲି ଡ. କିଷାନ ପ୍ରକାଶ କରିଥିଲେ। ହେଲେ କମ୍ପାନି ପାଇଁ ଏତେ ଟଙ୍କା କେଉଁଠୁ ଆସିବ ବୋଲି ସାମ୍ବାଦିକଙ୍କ ପ୍ରଶ୍ନକୁ ଏଡାଇ ଯାଇଥିଲେ ଡ. କିଷାନ।

    ପ୍ରକାଶ ଥାଉ କି ଗତ ୧୦ ତାରିଖ ଦିନ ଡ. କିଷାନ ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ ଖଗଡ଼ାପାଳ ଗ୍ରାମର ଗୋପାଳ କୃଷ୍ଟ ଜେନା ଓ ସୁଚିତ୍ରା ଜେନାଙ୍କ ଝିଅ ଜୟଶ୍ରୀଙ୍କୁ ରେଢ଼ାଖୋଲ ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ରେଜିଷ୍ଟ୍ରି ମ୍ୟାରେଜ କରିଥିଲେ। ସୋମବାର ପୁଣି ବୈଦିକ ରୀତିରେ ଉଭୟଙ୍କ ବିବାହ ରେଢ଼ାଖୋଲ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଥିଲା। ଡ. କିଷାନଙ୍କ ପିତାମାତା ଇହଧାମ ତ୍ୟାଗ କରିଥିବା ବେଳେ ତାଙ୍କ ବିବାହ କାର୍ଯ୍ୟ ଧର୍ମ ପିତା-ମାତା ସୁନନ୍ଦ ପ୍ରଧାନ ଓ ସୈାଦାମିନୀ ସାହୁ ତୁଲାଇ ଥିଲେ। ଡ. କିଷାନ ସ୍ଥାନୀୟ କଦମ୍ବ ପଡ଼ିଆରୁ ବରଯାତ୍ରୀ ସହ ବାହାରି କଲ୍ୟାଣ ମଣ୍ଡପରେ ପହଞ୍ଚିବା ପରେ ବିଳମ୍ବିତ ରାତିରେ ବିବାହ ହୋଇଥିଲା।

    ଶେଷ କିଷାନ ରେଢ଼ାଖୋଲ ଉପଖଣ୍ଡ ନାକଟିଦେଉଳ ବ୍ଲକ୍‌ ବଲାସିଙ୍ଗା ଗ୍ରାମର ବାସିନ୍ଦା। ପିଲାବେଳୁ ପିତା ବିପିନ କିଷାନ ଓ ମା’ ଦୁଃଖୀ କିଷାନଙ୍କୁ ହରାଇ ଥିଲେ। ତାଙ୍କ ସଂଘର୍ଷର କାହାଣୀ ଅତ୍ୟନ୍ତ ହୃଦୟସ୍ପର୍ଶୀ। ନିଜେ ଗାଈଗୋରୁ ଚରାଇବା ସହିତ ଦିନ ମଜୁରିଆ ଭାବେ କାର୍ଯ୍ୟ ମଧ୍ୟ କରିଥିଲେ। ଯାହା କି ସେ ନିଜେ କହନ୍ତି ଯେ ସଂଘର୍ଷରୁ ହିଁ ସଫଳତଳ ମିଳେ। ସେ ଜର୍ମାନୀର ଗଟିନଜେନ ୟୁନିଭର୍ସିଟିରେ ଅଗାର୍ନିକ କ୍ୟାମଷ୍ଟ୍ରିରେ ପିଏଚ୍‌ଡି କରିଛନ୍ତି। ତାଙ୍କ ସଫଳତା ଅଞ୍ଚଳରେ ଉଦାହରଣ ହୋଇ ରହିଛି। କାରଣ ଦାରିଦ୍ର୍ୟର ତାଡ଼ନାରେ ମଧ୍ୟ ସେ ହାର ମାନିନାହାନ୍ତି। ବରଂ ସଫଳତା ଶିଢ଼ି ଚଢ଼ିଛନ୍ତି। ଆଜି ଡ. କିଷାନଙ୍କ ବିବାହ ଭୋଜିରେ ପୂର୍ବ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ସହ ରେଢ଼ାଖୋଲ ଓ ନାକଟିଦେଉଳ ବ୍ଲକ୍‌ର ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଇଡିରେ ପୁଣି ହାଜର ହେଲେ ଅକ୍ଷୟ ପରିଜା, ମଙ୍ଗଳବାର ହୋଇଥିଲେ ୯ଘଣ୍ଟାର ଜେରା
    Next Article ହାତୀପଲଙ୍କ ଉପଦ୍ରବ, ଦଳି ଚକଟି ନଷ୍ଟ କଲେ ପାଚିଲା ଧାନ ; ଚିନ୍ତାରେ ଚାଷୀ
    NewsLaxmi7
    • Website

    Related Posts

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଟୋକିଓ ପାରାଅଲିମ୍ପିକ୍ସରେ ପଦକ ବର୍ଷା: ଜାଭେଲିନ୍‌ରେ ଦେବେନ୍ଦ୍ର-ସୁନ୍ଦରଙ୍କ କମାଲ, ଭାରତକୁ ଦେଲେ ଡବଲ ପଦକ

    August 30, 2021

    ଓମ୍‌ଫେଡ୍ ଦୁଗ୍ଧ ୨ ଟଙ୍କା ବଢ଼ିଲା

    March 30, 2023

    ନୂଆ ଜର୍ସିରେ ଦିଲ୍ଲୀ କ୍ୟାପିଟାଲ୍‌ସ

    March 16, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.