ରାଜନୀତି ରାଜ୍ୟ

ବିଜେପିରେ ଯୋଗ ଦେଲେ ରଞ୍ଜନ କୁମାର ସେଠ୍

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ୱର : ଖାଦ୍ୟ ଯୋଗାଣ ବିଭାଗର ଅବସରପ୍ରାପ୍ତ ଅଧିକାରୀ ରଞ୍ଜନ କୁମାର ସେଠ୍ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେଇଛନ୍ତି। ଆଜି ରାଜ୍ୟ କାର୍ଯ୍ୟାଳୟରେ ଅାୟୋଜିତ ମିଶ୍ରଣ ପର୍ବରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶ୍ରୀ ସେଠ୍‌ଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ। ଏହି ମିଶ୍ରଣ ପର୍ବରେ ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ରାଜ୍ୟ ମୁଖପାତ୍ର ଠାକୁର ରଞ୍ଜିତ ଦାସ, କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିଷ୍ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର