Subscribe to Updates

    Get the latest creative news from FooBar about art, design and business.

    What's Hot

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023
    Facebook X (Twitter) Instagram
    Trending
    • ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଭୁବନ ବନ୍ଦ: ପାନୀୟ ଜଳ, ରାସ୍ତା ସହ ଡାକ୍ତର ଓ ଶିକ୍ଷକ ନିଯୁକ୍ତି ଦାବି
    ରାଜ୍ୟ

    ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଭୁବନ ବନ୍ଦ: ପାନୀୟ ଜଳ, ରାସ୍ତା ସହ ଡାକ୍ତର ଓ ଶିକ୍ଷକ ନିଯୁକ୍ତି ଦାବି

    NewsLaxmi7By NewsLaxmi7August 22, 2023Updated:August 22, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନ: ବାର ଦଫା ଦାବିରେ ଢେଙ୍କାନାଳ ଜିଲ୍ଲା ଭୁବନ ବନ୍ଦ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କାମାକ୍ଷାନଗର ବିଜେପି। ବନ୍ଦର ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଥିବା ଜଣାଯାଇଛି। ପାନୀୟ ଜଳ, ରାସ୍ତା ସହ ଡାକ୍ତର ଓ ଶିକ୍ଷକ ନିଯୁକ୍ତି ଆଦି ସମେତ ୧୨ଟି ଦାବିରେ ବନ୍ଦ ପାଳନ କରାଯାଉଛି।
    ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳିତ ହେଉଛି। ଆଜି ଭୁବନରେ ଦୋକାନ ବଜାର, ଶିକ୍ଷାନୁଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ସବୁ ବନ୍ଦ ରହିଛି। ଭୁବନରୁ କଟକ, ଢେଙ୍କାନାଳ ଏବଂ ଯାଜପୁର-ଅନୁଗୁଳକୁ ଯାନବାହନ ଚଳାଚଳ ବନ୍ଦ ରହିଛି। ତେବେ ଜରୁରୀ ସେବାକୁ ବନ୍ଦରୁ ବାଦ ଦିଆଯାଇଛି। ସହରର ବିଭିନ୍ନ ସ୍ଥାନରେ ପିକେଟିଂ ଓ ଧାରଣା ଜାରି ରହିଛି। ଗତ ନିର୍ବାଚନରେ କାମାକ୍ଷାନଗର ବିଜେପି ପକ୍ଷରୁ ବିଧାୟକ ପ୍ରାର୍ଥୀ ହୋଇଥିବା ଶତ୍ରୁଘ୍ନ ଜେନା, ନଗର ସଭାପତି ଭବାନୀଶଙ୍କର ବେହେରା, ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ପ୍ରେମାନନ୍ଦ ଜେନା, ନିର୍ବାଚନ ମଣ୍ଡଳର ସଂଯୋଜକ ଜଗବନ୍ଧୁ ପୃଷ୍ଟି ଏବଂ ଭୁବନ ଏନଏସିର ୭ ଜଣ ବିଜେପି କାଉନସିଲର୍ ଏହି ବନ୍ଦ ପାଳନର ନେତୃତ୍ବ ଦନଇଛନ୍ତି।


    ଏନେଇ ଗତ ନିର୍ବାଚନରେ କାମାକ୍ଷାନଗର ବିଜେପି ବିଧାୟକ ପ୍ରାର୍ଥୀ ହୋଇଥିବା ଶତ୍ରୁଘ୍ନନ ଜେନା କହିଛନ୍ତି, ଭୁବନର ବିକାଶ ନାଁ ରେ କେବଳ ଶାସକଗୋଷ୍ଠୀ ତଥା ତାଙ୍କର କର୍ମୀମାନେ ଉପକୃତ ହେଇଛନ୍ତିI ଏଠାରେ ଠିକାଦାର ପୋଷଣ ଚାଲିଛି। ଜଣେ ସାଧାରଣ ନାଗରିକ କଣ ପାଇଛି ବୋଲି ପ୍ରଶ୍ନ କରିଛନ୍ତି ବିଜେପି ବିଧାୟକ ପ୍ରାଥୀ ଶତ୍ରୁଘନ ଜେନା। ପାନୀୟ ଜଳ ସଠିକି ସମୟରେ ଦିଆଯାଉନାହିଁ। ଡାକ୍ତରଖାନାରେ ଆଠ ଡାକ୍ତରଙ୍କ ସ୍ଥାନରେ ମାତ୍ର ପାଞ୍ଚଜଣ ଅଛନ୍ତି। ପ୍ରତିଦିନ ଜଣେ କିମ୍ବା ଦୁଇଜଣ ପାଳି କରି ଆସୁଛନ୍ତି। ପାଥୋଲାବରେ ୩ ଜଣ ଟେକ୍ନିକାଲ ଅଧିକାରୀଙ୍କ ବଦଳରେ ଜଣେ ସେ ପୁଣି କାମାକ୍ଷାନଗର ମଠକାରଗୋଳାରେ ଡିଉଟିରେ ଥିବାରୁ କିଛି ବି ଟେଷ୍ଟ ହେଇ ପାରୁ ନାହିଁ। ମେଡିସିନ ସବୁ ଠିକରେ ମିଳୁନାହିଁ। ଏପରିକି ସାଲାଇନ ପାଇପ ବାହାରୁ କିଣିବାକୁ ପଡୁଛି। ଭୁବନ ହାଇସ୍କୁଲରେ ଏନସିସି ଶିକ୍ଷକ ନିଯୁକ୍ତି ହୋଇପାରିଲା ନାହିଁ। ପୁରୁଣା ଥାନାରେ ଯଦି ଆହାର କେନ୍ଦ୍ର ହେଇ ପାରିଲା ତେବେ ପାରିବା ମାର୍କେଟ କାହିଁ ହେବ ନାହିଁ? ବୋଲି ସେ ପ୍ରଶ୍ନ କରିଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ
    Next Article ବଢୁଛନ୍ତି ଋଣ ବାକିରଖିଥିବା ଏସ୍‌ଏଚ୍‌ଜି: ୪୦ ହଜାର ଦେଇ ନାହାନ୍ତି ୪୮୦ କୋଟି
    NewsLaxmi7
    • Website

    Related Posts

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁବନେଶ୍ବର: ଅକ୍ଟୋବର ମାସ ଆରମ୍ଭ ସହିତ ଆସିଯାଇଛି ବାତ୍ୟା ଋତୁ। ସାଧାରଣତଃ ମୌସୁମୀ ଫେରିବା ସମୟରେ ଓଡ଼ିଶାକୁ ବାତ୍ୟା ଭୟ…

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ବିବାହ ଭୋଜିକୁ ଯାଉଥିଲେ, ଧକ୍କା ଦେଲା ଟ୍ରକ୍ : ପରିବାରର ୮ ମୃତ

    June 7, 2022

    ମେ’ ୧୮ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

    May 18, 2021

    ପୋଲିସ କବ୍‌ଜାରେ ଦୁଇ ଚୋର, ୪ଟି ପାଣି ମଟର ଜବତ

    July 2, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.