ଉମରକୋଟ: ଗତକାଲି ଝରିଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ) ସତ୍ୟନାରାୟଣ ମେହେରଙ୍କୁ ମାଡ଼ ଘଟଣାରେ ସରପଞ୍ଚଙ୍କ ସ୍ୱାମୀ ଓ ତା ଦୁଇ ସହଯୋଗୀଙ୍କୁ ଶୁକ୍ରବାର ଗିରଫ କରିଛି ଝରିଗାଁ ପୋଲିସ। ବିଲ୍ କରାଇ ଦେବାକୁ ନେଇ ବିଡିଓଙ୍କ ସହ ପ୍ରବଳ ଯୁକ୍ତିତର୍କ ହୋଇଥିଲା। ଏହି ସମୟରେ ବିଡିଓ ସତ୍ୟନାରାୟଣ ମେହେରଙ୍କୁ ମାଡ ମାରିଥିଲେ ସରପଞ୍ଚଙ୍କ ସ୍ବାମୀ। ଘଟଣାର ତଦନ୍ତ କରି ଝରିଗାଁ ପୋଲିସ ସରପଞ୍ଚଙ୍କ ସ୍ୱାମୀ ଓ ତା ଦୁଇ ସହଯୋଗୀଙ୍କୁ ଗିରଫ କରିଛି।
Trending
- ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
- ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
- ଆମେରିକା ସେନାରେ ଡ୍ରୋନ୍ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍ଙ୍କୁ ମାରିପକାଇଲା
- ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
- ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
- ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍ରେ ସବୁ କାର୍ଯ୍ୟାଳୟ ଅଚଳ
- ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
- ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
Monday, June 5