Subscribe to Updates

    Get the latest creative news from FooBar about art, design and business.

    What's Hot

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023
    Facebook X (Twitter) Instagram
    Trending
    • ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ବିପଦ ସଂକେତ ଉପରେ ବୈତରଣୀ
    ରାଜ୍ୟ

    ବିପଦ ସଂକେତ ଉପରେ ବୈତରଣୀ

    NewsLaxmi7By NewsLaxmi7August 2, 2023Updated:August 2, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଆନନ୍ଦପୁର: ଲଘୁଚାପ ପ୍ରଭାବରୁ କେନ୍ଦୁଝର ଜିଲ୍ଲାରେ ଗତକାଲି ଠାରୁ ବର୍ଷା ଜାରି ରହିଛି। ଆଜି ସକାଳ ଯାଏଁ ଚମ୍ପୁଆରେ ୧୧୧.୪ ମି.ମି ବର୍ଷା ହୋଇଥିବା ବେଳେ ଆନନ୍ଦପୁର ରେ ୯୬.୨ ମିଲିମିଟର ବର୍ଷା ହୋଇଛି। ଉପର ମୁଣ୍ଡରେ ବର୍ଷା ଯୋଗୁ ବଢିବାକୁ ଲାଗିଛି ବୈତରଣୀ ନଦୀ। ନଦୀର ବିପଦ ସଂକେତ ୩୮.୩୬ ମିଟର ଥିବା ବେଳେ ଏବେ ୩୮.୯୦ ମିଟରରେ ଜଳସ୍ତର ରହିଛି।

    ଆଜି ବର୍ଷା ପାଇଁ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡିକୁ ଛୁଟି ଘୋଷଣା କରାଯାଇଛି। ବର୍ଷା ଚାଲିଥିବାରୁ ବୈତରଣୀରେ ବନ୍ୟା ସ୍ଥିତି ଉପୁଜିବା ସହିତ ତଳିଆ ଅଞ୍ଚଳ କ୍ଷତିଗ୍ରସ୍ତ ହେବାର ଅନୁମାନ କରାଯାଉଛି। ତଳିଆ ଅଞ୍ଚଳରେ ରହୁଥିବା ଲୋକମାନେ ସତର୍କ ରହିବାକୁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

    Share. Facebook Twitter LinkedIn WhatsApp Email
    Previous Articleଓଏସ୍‌ଏସ୍‌ସି ପରୀକ୍ଷା ସ୍ବଚ୍ଛତାକୁ ନେଇ ପୁଣି ପ୍ରଶ୍ନ ଉଠିଲା
    Next Article ରାଜ୍ୟରେ ବର୍ଷା ବିତ୍ପାତ: ୫ ଜିଲ୍ଲାରେ ସ୍କୁଲ ବନ୍ଦ, ବିଭିନ୍ନ ଅଞ୍ଚଳରେ ଯୋଗାଯୋଗ ବିଛନ୍ନ
    NewsLaxmi7
    • Website

    Related Posts

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁବନେଶ୍ବର: ଅକ୍ଟୋବର ମାସ ଆରମ୍ଭ ସହିତ ଆସିଯାଇଛି ବାତ୍ୟା ଋତୁ। ସାଧାରଣତଃ ମୌସୁମୀ ଫେରିବା ସମୟରେ ଓଡ଼ିଶାକୁ ବାତ୍ୟା ଭୟ…

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଜାଣନ୍ତୁ ଆଜିର ରାଶିଫଳ

    November 26, 2020

    ଲାଣ୍ଡର୍‌ ‘ବିକ୍ରମ’ରୁ ବାହାରି ରୋଭର୍‌ ‘ପ୍ରଜ୍ଞାନ’ ଏବେ ଚନ୍ଦ୍ରପୃଷ୍ଠରେ ଚାଲୁଛି: ‘ଇସ୍ରୋ’

    August 24, 2023

    ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର, ୩ ଗୋରୁ ଜୀବନ୍ତ ଦଗ୍ଧ

    July 12, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.