ଅପରାଧ ରାଜ୍ୟ

ବିଭିନ୍ନ ଉନ୍ନତିମୂଳକ କାମରେ ଦୁର୍ନୀତି ଅଭିଯୋଗ : ଭିଜିଲାନ୍ସ ପକ୍ଷରୁ ତଦନ୍ତ ଆରମ୍ଭ

ନିଶ୍ଚିନ୍ତକୋଇଲି ୫।୮: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଓ ତିଳକଣା ପଞ୍ଚାୟତରେ ବିଭିନ୍ନ ଉନ୍ନତିମୂଳକ କାମରେ ଦୁର୍ନୀତିର ଅଭିଯୋଗ । କଟକ ଜିଲ୍ଲା ଭିଜିଲାନ୍ସର ଦୁଇ ଜଣିଆ ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି ।

ଦୁଇଟି ପଂଚାୟତରେ ବର୍ଷକ ମଧ୍ୟରେ ସରକାରୀ ଯୋଜନାରେ ବିଭିନ୍ନ ପ୍ରକାରର ଉନ୍ନତିମୂଳକ କାର୍ଯ୍ୟ ନକରାଯାଇ ବିଲ୍ ହୋଇଥିବା ଅଭିଯୋଗ ହୋଇଥିଲା । ଏ ନେଇ କିଛି ସ୍ଥାନୀୟ ବାସିନ୍ଦା ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲା। ଏହାକୁ ଭିତ୍ତିକରି ଭିଜିଲାନ୍ସ ବିଭାଗର ଦୁଇ ଜଣିଆ ଟିମ୍ ଏହି ଦୁଇଟି ପଂଚାୟତକୁ ଆସି ତଦନ୍ତ କରୁଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।