ଅପରାଧ ରାଜ୍ୟ

ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ପୋଡିଦେଲେ ବାଇକ ଓ ସାଇକେଲ

ଭଦ୍ରକ ୧୯/୧୦: ବିଳମ୍ୱିତ ରାତିରେ ମାତିଲେ ଲୁଟେରା । ଭଦ୍ରକ ଜିଲ୍ଲା ଭଣ୍ଡରୀପୋଖରୀ ଥାନା ଅଧୀନ ମଞ୍ଜୁରୀ ରୋଡ ଅଞ୍ଚଳର ଘଟିଛି ଅଭାବନୀୟ ଘଟଣା । ୩ ମୋଟର ସାଇକେଲ ସହ ୫ ସାଇକେଲ ସହ ଅନ୍ୟାନ୍ୟ ସାମଗ୍ରୀ ନିଆଁରେ ପୋଡି ପାଉଁଶ ହୋଇଯାଇଛି ।

ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ସ୍ଥାନୀୟ ଅଞ୍ଚଳର ଭଗବାନ ଖଣ୍ଡେଇଙ୍କ ଘରେ ବାହାରେ ଥିବା ୩ଟି ବାଇକ୍ ଓ ୫ଟି ସାଇକେଲ ଜଳିଯାଇଛି । ତେବେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।