Subscribe to Updates

    Get the latest creative news from FooBar about art, design and business.

    What's Hot

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023
    Facebook X (Twitter) Instagram
    Trending
    • ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ବିଶିଷ୍ଟ ବାନ୍ଧଶିଳ୍ପୀ ଚତୁର୍ଭୁଜ ମେହେରଙ୍କ ଦ୍ଵାରା ତିଆରି ଶାଢ଼ି କିଣିଲେ ରାଷ୍ଟ୍ରପତି
    ରାଜ୍ୟ

    ବିଶିଷ୍ଟ ବାନ୍ଧଶିଳ୍ପୀ ଚତୁର୍ଭୁଜ ମେହେରଙ୍କ ଦ୍ଵାରା ତିଆରି ଶାଢ଼ି କିଣିଲେ ରାଷ୍ଟ୍ରପତି

    NewsLaxmi7By NewsLaxmi7July 28, 2023Updated:July 28, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର: ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତ ସମୟରେ ଗତକାଲି କେତେକ ଶାଢ଼ି କିଣିଛନ୍ତି। ରାଜଧାନୀର ମେହେର୍ସ ଶାଢ଼ି ସୋ ରୁମର ମ୍ୟାନେଜର କିଶୋର ମେହେର କାରିଗର ଚତୁର୍ଭୁଜ ମେହେରଙ୍କ ଦ୍ଵାରା ତିଆରି ଶାଢ଼ି ନେଇ ଗତକାଲି ରାତିରେ ରାଜଭବନ ଯାଇଥିଲେ। ସେ କୋଟପାଡ଼, ବୋମକାଈ, ସମ୍ବଲପୁରୀ, ଇକତ, ପଶାପଲି ଓ ପଟ୍ଟଚିତ୍ର ଆଦି ବିଭିନ୍ନ ପ୍ରକାରର ୩୫ ଖଣ୍ଡ ଶାଢ଼ି ନେଇ ଯାଇଥିଲେ। ରାଷ୍ଟ୍ରପତି ସେଥିମଧ୍ୟରୁ ନିଜ ମନପସନ୍ଦର ୬ ଖଣ୍ଡ ଶାଢ଼ି ଓ ୬ଟି ସୁଟ୍ ପିସ୍ କିଣିଥିଲେ। ସେ ପ୍ରାୟ ଦେଢ଼ରୁ ଦୁଇ ଲକ୍ଷ ଟଙ୍କାର ଶାଢ଼ି କିଣିଥିଲେ ବୋଲି ସୂଚନା ରହିଛି। ଏଥିଲାଗି ଆଗରୁ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ମେହେର୍ସ ଶାଢ଼ି ସୋ ରୁମ ସହିତ ଯୋଗାଯୋଗ କରାଯାଇଥିଲା। ରାଜଭବନରେ ପ୍ରାୟ ୪୦ ମିନିଟ୍ ଯାଏ ଶାଢ଼ି କିଣା ଚାଲିଥିଲା।

    ଏହା ପୂର୍ବରୁ ରାଜ୍ୟ ସରକାରରେ ମନ୍ତ୍ରୀ ଓ ଝାଡ଼ଖଣ୍ଡର ରାଜ୍ୟପାଳ ଥିବା ସମୟରେ ଶ୍ରୀମତୀ ମୁର୍ମୁ ଅନେକ ସମୟରେ ମେହେର୍ସ ଯାଇ ଶାଢ଼ି କିଣଛନ୍ତି। ଓଡ଼ିଆ ବୁଣାକାରଙ୍କ ହାତ ତିଆରି ଶାଢ଼ି ପିନ୍ଧିବାକୁ ଖୁବ୍ ଭଲ ପାଆନ୍ତି ରାଷ୍ଟ୍ରପତି। ସେ ଶାଢ଼ି ବ୍ୟତୀତ କିଛି ସମ୍ବଲପୁରୀ ସୁଟ ପିସ ମଧ୍ୟ ତାଙ୍କ ଝିଅ ପାଇଁ କିଣିଥିଲେ।

    ଉଲ୍ଲେଖଯୋଗ୍ୟ, ଆଜି ହେଉଛି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଶେଷ ଦିନ। ତମାଣ୍ଡୋରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବ୍ରହ୍ମକୁମାରୀ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବାଟିଆରେ ଡିଭାଇନ୍ ଲାଇଟ୍ ହାଉସର ଶିଳାନ୍ୟାସ କରିଛନ୍ତି। ସେଠାରେ ଆୟୋଜନ କରାଯାଇଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଗଛ ଲଗାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାପୂର୍ବରୁ ରାଜଭବନରେ ଆଦିମ ଜନଜାତି ସମୁଦାୟ ସଦସ୍ୟଙ୍କ ସହ ମତ ବିନିମୟ କରିଛନ୍ତି ସେ।

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ମଙ୍ଗଳବାର ସଂଧ୍ୟା ୬ଟା ୮ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଓ ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ପ୍ରମୁଖ ସ୍ବାଗତ ଜଣାଇଥିଲେ।

    ୨୬ତାରିଖରେ ରାଷ୍ଟ୍ରପତି କଟକରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ‌ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ଯୋଗଦେଇ ସଂଧ୍ୟାରେ ରାଜଭବନକୁ ଫେରିଥିଲେ। ଏହାପରେ ୨୭ତାରିଖରେ ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ (ପିଭିଟିଜି) ପ୍ରତିନିଧିଙ୍କ ସହ ସାକ୍ଷାତ ଆଲୋଚନା କରିବା ପରେ। ଭୁବନେଶ୍ବରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍‌ କମ୍ପ୍ଲେକ୍ସର ଶିଳାନ୍ୟାସ କରିଛନ୍ତି। ୨୭ତାରିଖ ସଂଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

    Share. Facebook Twitter LinkedIn WhatsApp Email
    Previous Articleତମାଣ୍ଡୋରେ ‘ଡିଭାଇନ୍‌ ଲାଇଟ୍‌ ହାଉସ୍‌’ ଶିଳାନ୍ୟାସ କଲେ ରାଷ୍ଟ୍ରପତି: ‘ଆଧ୍ୟାତ୍ମିକ ମାର୍ଗରୁ ହିଁ ମିଳେ ମାନସିକ ଶାନ୍ତି’
    Next Article ବ୍ରହ୍ମକୁମାରୀ କେନ୍ଦ୍ରରେ ରାଷ୍ଟ୍ରପତି : ମଧ୍ୟାହ୍ନ ଭୋଜନରେ ପରଶା ହେବ ଓଡ଼ିଆ ଖାଦ୍ୟ
    NewsLaxmi7
    • Website

    Related Posts

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁବନେଶ୍ବର: ଅକ୍ଟୋବର ମାସ ଆରମ୍ଭ ସହିତ ଆସିଯାଇଛି ବାତ୍ୟା ଋତୁ। ସାଧାରଣତଃ ମୌସୁମୀ ଫେରିବା ସମୟରେ ଓଡ଼ିଶାକୁ ବାତ୍ୟା ଭୟ…

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଜାଣନ୍ତୁ ଆଜିର ରାଶିଫଳ

    January 14, 2021

    ଓଡ଼ିଶାକୁ ମିଳୁନାହାନ୍ତି ‘ନି-କ୍ଷୟ ମିତ୍ର’

    November 18, 2022

    ଖରାପ ପାଗ ଯୋଗୁ ବିମାନ ଅବତରଣରେ ସମସ୍ୟା

    January 20, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.