ରାଜ୍ୟ

ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନେଇ ମହିଳା ଜୀବିକା ସୁରକ୍ଷା ମଞ୍ଚ ତରଫରୁ ବିଡ଼ିଓ ଙ୍କୁ ଦାବି ପତ୍ର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଫିରିଙ୍ଗିଆ – କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ମହିଳା ଜୀବିକା ସୁରକ୍ଷା ମଞ୍ଚ ତରଫରୁ ଫିରିଙ୍ଗିଆ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ବିଡ଼ିଓ ଙ୍କ ଅନୁପସ୍ଥିତିରେ ହିସାବ ରକ୍ଷକ ସଚିନ ଜାଠେ ଙ୍କୁ ଫିରିଙ୍ଗିଆ ବ୍ଲକ ରେ ପ୍ରତ୍ୟେକ ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ବାକୁ ଦାବି ପତ୍ର ପ୍ରଦାନ କରାଯାଇଛି l

ଦାବି ମୁତାବକ ବର୍ତମାନ ଖରା ଦିନ ଆସୁଥିବା ବେଳେ ବ୍ଲକ ରେ ନିର୍ମାଣ କରାଯାଇଥିବା ପାନୀୟ ଜଳ ପ୍ରକଳ୍ପ ଅଧିକାଂଶ ଅଚଳ ହୋଇ ପଡି ରହିଥିବା ବେଳେ ନଳକୂପ ଠିକ୍ ଭାବରେ ମରାମତି କରାଯାଉନାହିଁ ଯାହା ବି ମରାମତି ହେଉଚି ଅଧିକାଂଶ ଗୋଳି ପାଣି ବାହାରୁଥିବା ରୁ ଜନସାଧାରଣ ପିଇବା ପାଣି ପାଇଁ ବହୁତ୍ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି l ଅନ୍ୟ ପଟେ ନାଳ ପାଣି ଉପରେ ଭରସା କରି ଗୋଳି ପାଣି ବ୍ୟବହାର କରି ଖରା ଦିନ ବିଭିନ୍ନ ରୋଗରେ ପଡ଼ିବା ଭଳି ସମସ୍ୟା ଉପୁଜିଛି l ତେଣୁ ଫିରିଙ୍ଗିଆ ବ୍ଲକ ର ପ୍ରତ୍ୟେକ ଗ୍ରାମରେ ବ୍ଲକ ପ୍ରଶାସନ ଜରିଆରେ ପ୍ରତ୍ୟେକ ଗ୍ରାମରେ ନଳକୂପ ମରାମତି , ପାନୀୟ ଜଳ ପ୍ରକଳ୍ପ ମରାମତି ସହ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ମହିଳା ଜୀବିକା ସୁରକ୍ଷା ମଞ୍ଚ ଦାବି କରିଛି l କନ୍ଧମାଳ ଜିଲ୍ଲା ରୁ ମନୋଜ କୁମାର ସାହୁ ଙ୍କ ରିପୋର୍ଟ

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ lbi

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।