ରାଜ୍ୟ ସ୍ପେଶାଲ ରିପୋର୍ଟ

ବୁଧବାର ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ

ପୁରୀ ୧୬।୧୧ : ଆଜି ପ୍ରଥମାଷ୍ଟମୀ। ଘରେ ଘରେ ହଳଦୀ ପତ୍ରରେ ତିଆରି ଏଣ୍ଡୁରୀ ପିଠାର ମହକ। ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି । ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି ।

ସେହିପରି ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଏଥିପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳି ଶ୍ରୀମାଧବାନନ୍ଦଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର। ଆଜି ଖଣ୍ଟୁଆ ପାଟ ପିନ୍ଧି ପୋଢ଼ୁଆଁ ହେବେ ମହାପ୍ରଭୁ । ଭାର ଆସିବା ବେଳେ ଶ୍ରୀକ୍ଷେତ୍ରରେ ସୃଷ୍ଟି ହୋଇଥିଲା ଆଧ୍ୟାତ୍ମିକ ପରିବେଶ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।