Subscribe to Updates

    Get the latest creative news from FooBar about art, design and business.

    What's Hot

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023
    Facebook X (Twitter) Instagram
    Trending
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ବେଙ୍ଗାଲୁରୁ: ୱେବ୍ ଫାର୍ମ ସିଇଓ ଓ ଏମ୍‌ଡିଙ୍କୁ ହତ୍ୟା
    ଦେଶ ବିଦେଶ

    ବେଙ୍ଗାଲୁରୁ: ୱେବ୍ ଫାର୍ମ ସିଇଓ ଓ ଏମ୍‌ଡିଙ୍କୁ ହତ୍ୟା

    NewsLaxmi7By NewsLaxmi7July 12, 2023Updated:July 12, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବେଙ୍ଗାଲୁରୁ: ବେଙ୍ଗାଲୁରୁରେ ଏକ ନୂଆ ଇଣ୍ଟରନେଟ କମ୍ପାନିର ସିଇଓ ଏବଂ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି)ଙ୍କୁ ତାଙ୍କ କାର୍ଯ୍ୟାଳୟରେ ହତ୍ୟା କରାଯାଇଛି। ମଙ୍ଗଳବାର ଅପରାହ୍ଣରେ ସହରର ଉତ୍ତରପୂର୍ବ ଅଞ୍ଚଳର ଅମୃତାହାଲିଠାରେ ଘଟିଥିବା ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ହେଉଛନ୍ତି ସେମାନଙ୍କର ପୂର୍ବତନ ସହକର୍ମୀ ଓ ଅନ୍ୟ ଦୁଇଜଣ ତାଙ୍କର କର୍ମଚାରୀ।

    ଉତ୍ତରପୂର୍ବାଞ୍ଚଳ ଡିସିପି ଲକ୍ଷ୍ମୀପ୍ରସାଦ କହିଛନ୍ତି, ଏରୋନିକ୍ସ ଇଣ୍ଟରନେଟ କମ୍ପାନିର ସିଇଓ ବିନୁ କୁମାର ଏବଂ ପରିଚାଳନା ନିର୍ଦ୍ଦେଶକ ଫଣୀନ୍ଦ୍ର ସୁବ୍ରମଣ୍ୟମଙ୍କୁ ତାଙ୍କର ପୂର୍ବତନ ସହକର୍ମୀ ଓ ଦୁଇଜଣ କର୍ମଚାରୀ ତାଙ୍କ କାର୍ଯ୍ୟାଳୟରେ ଧାରୁଆ ଅସ୍ତ୍ରରେ ହାଣି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର ଆହତ ଅବସ୍ଥାରେ ଦୁହିଙ୍କୁ ହସ୍ପିଟାଲ ନିଆଯିବା ବେଳେ ବାଟରେ ସେମାନଙ୍କର ମୃତ୍ୟୁ ଘଟିଥିଲା। ପୁଲିସର କହିବା ଅନୁସାରେ, ମୁଖ୍ୟ ଅଭିଯୁକ୍ତ ହେଉଛି ଫେଲିକ୍ସ ଯାହା ସହ ଉଭୟ ଆଗରୁ ଏକାଠି କାମ କରୁଥିଲେ। ଫେଲିକ୍ସକୁ ସହଯୋଗ କରିଥିବା ଅନ୍ୟ ଦୁଇଜଣଙ୍କ ପରିଚୟ ଏଯାଏ ଜଣାପଡ଼ି ନାହିଁ କିନ୍ତୁ ସେମାନେ ତାଙ୍କ କାର୍ଯ୍ୟାଳୟର କର୍ମଚାରୀ ବୋଲି ସନ୍ଦେହ କରାଯାଉଛି। ବ୍ୟବସାୟିକ ଶତ୍ରୁତାକୁ ନେଇ ଫେଲିକ୍ସ ଏପରି କାଣ୍ଡ ଘଟାଇଥିବା ଏରୋନିକ୍ସର କର୍ମଚାରୀମାନେ ପୁଲିସ ଆଗରେ ପ୍ରକାଶ କରିଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleକର୍ମୀଙ୍କୁ ପୋଷିବା ପାଇଁ ୪ହଜାର କୋଟିର ଯୋଜନା: କଂଗ୍ରେସ
    Next Article ହାତୀଙ୍କ ପାଇଁ ଘାତକ ଟ୍ରେନ୍‌: ୧୩ ମାସରେ ମଲେଣି ୬
    NewsLaxmi7
    • Website

    Related Posts

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ରାଉରକେଲା: ଉଦିତନଗର ଥାନା ଏଏସ୍‌ଆଇ ଆଲିସ୍‌ ନାରମି ଲୁଗୁନ୍‌ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ତେଜୁଛି ବିବାଦ। ଏହି ଘଟଣାରେ…

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ବିଳମ୍ବ ହେଲେ ବି ମ୍ୟାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ନିଶ୍ଚିତ ହେବ : ଗଣଶିକ୍ଷା ମନ୍ତ୍ରୀ

    November 18, 2020

    ମାଟି‌ରେ ମିଶାଇଦେଲେ ଟାଙ୍ଗିରି ପାହାଡ଼: କେହି ଜାଣିଲେନି, ରାସ୍ତା ତିଆରି କଲେ ଖଣି ମାଫିଆ

    April 19, 2023

    ଟିଣ ଘରେ ଉପରେ ମାଡିଗଲା ଟ୍ରକ୍, ୨ ଶ୍ରମିକଙ୍କ ମୃତ୍ୟୁ

    July 1, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.