ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କଟକ : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ନବମ, ଦଶମ ଶ୍ରେଣୀ ଦ୍ବିତୀୟ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ-୨) ପରୀକ୍ଷା ସଂକ୍ରାନ୍ତୀୟ ସମସ୍ତ ସୂଚନା ବୋର୍ଡ ୱେବ୍ସାଇଟ୍ www.bseodisha.ac.in ରେ ଛଡାଯାଇଛି। ହାଇସ୍କୁଲର ପ୍ରଧାନଶିକ୍ଷକମାନେ ଏହି ସୂଚନାକୁ ଡାଉନ୍ଲୋଡ୍ କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଏଥିରେ କେଉଁ ସ୍କୁଲ ନୋଡାଲ ସେଣ୍ଟର, ନ୍ୟୁଟ୍ରାଲ୍ ସ୍କୁଲ, ମେଣ୍ଟର ସ୍କୁଲ ହୋଇଛି କି ନାହିଁ, ନବମ ଶ୍ରେଣୀ ଏସ୍ଏ-୨ ଖାତା ମୂଲ୍ୟାୟନ କେବେ ହେବ,ଏସ୍ଏ-୨, ଏଫ୍ଏ-୩, ଏଫ୍ଏ-୪ର ମାର୍କ କେବେ ଅପ୍ଲୋଡ କରାଯିବ, ନବମ ଶ୍ରେଣୀ, ଦଶମ ଶ୍ରେଣୀ, ମୁକ୍ତ ବିଦ୍ୟାଳୟ ପରୀକ୍ଷାର ସମସ୍ତ କାର୍ଯ୍ୟସୂଚୀ ଓ ସୂଚନା ୱେବ୍ସାଇଟ୍ରେ ରହିଛି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l