ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଭାରତୀୟ ବଂଶୋଦ୍ଭବ ମନପ୍ରୀତ ମୋନିକା ଆମେରିକାର ପ୍ରଥମ ମହିଳା ଶିଖ୍‌ ବିଚାରପତି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ହୋଷ୍ଟନ: ଭାରତୀୟ ବ‌ଂଶୋଦ୍ଭବ ମନପ୍ରୀତ ମୋନିକା ସିଂହ ହେରିସ କାଉଣ୍ଟି ବିଚାରପତି ଭାବେ ଶପଥ ନେଇଛନ୍ତି। ସେ ହେଉଛନ୍ତି ଆମେରିକାର ପ୍ରଥମ ମହିଳା ଶିଖ୍‌ ବିଚାରପତି। ମନପ୍ରୀତ ହଷ୍ଟନରେ ଜନ୍ମ ହୋଇଛନ୍ତି ଏବଂ ବଢ଼ିଛନ୍ତି। ଏବେ ସେ ବେଲାୟରରେ ନିଜ ସ୍ବାମୀ ଏବଂ ୨ ପିଲାଙ୍କ ସହ ରହୁଛନ୍ତି। ୧୯୭୦ ଦଶକରେ ମନପ୍ରୀତ ସିଂହଙ୍କ ବାପା ଭାରତରୁ ଆମେରିକାକୁ ସ୍ଥାନାନ୍ତରିତ ହୋଇଥିଲେ। ଦୀର୍ଘ ୨୦ ବର୍ଷ ଧରି ସେ ଜଣେ ଆଟର୍ଣ୍ଣି ଭାବେ କାର୍ଯ୍ୟ କରିଛନ୍ତି। ସ୍ଥାନୀୟ, ରାଜ୍ୟ ଏବଂ ଜାତୀୟ ସ୍ତରରେ ସେ ଅନେକ ନାଗରିକ ଅଧିକାର ଅନୁଷ୍ଠାନ ସହ ଜଡ଼ିତ। ଆମେରିକାରେ ପ୍ରାୟ ୫୦୦,୦୦୦ ଶିଖ୍‌ ରହୁଛନ୍ତି। ସେମାନଙ୍କ ମଧ୍ୟରୁ ୨୦,୦୦୦ ଶିଖ୍‌ ହଷ୍ଟନ ଅଞ୍ଚଳରେ ରହୁଛନ୍ତି। ମନପ୍ରୀତ ପ୍ରଥମ ଶିଖ୍‌ ବିଚାରପତି ହେବା ସଂକ୍ରାନ୍ତରେ ମତବ୍ୟକ୍ତ କରି ହ‌ଷ୍ଟନ ମେୟର କହିଛନ୍ତି, ଏହା ଶିଖ୍‌ ସମ୍ପ୍ରଦାୟ ପାଇଁ ଏକ ଗୌରବମୟ ଦିନ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ