ଖେଳ

ଭାରତ ପାଇଁ ଗୌରବ : ୭୩ କେଜି ବର୍ଗରେ ସ୍ୱର୍ଣ୍ଣ ଜିତିଲେ ସୁନା ଝିଅ ପ୍ରିୟା

ନୂଆଦିଲ୍ଲୀ ୨୫/୭ : ବିଶ୍ୱ କ୍ୟାଡେଟ କୁସ୍ତିରେ ଭାରତକୁ ସ୍ବର୍ଣ୍ଣ ପଦକ ହାସଲ ହୋଇଛି । ୭୩ କେଜି ବର୍ଗରେ ସ୍ବର୍ଣ୍ଣ ଜିତିଛନ୍ତି ଭାରତର ପ୍ରିୟା ମଲ୍ଲିକ । ବୁଲଗେରିଆ ପ୍ରତିଯୋଗୀଙ୍କୁ ହରାଇ ସ୍ବର୍ଣ୍ଣ ଜିତିଲେ ପ୍ରିୟା । ଫଳରେ ତାଙ୍କର ଏହି ସଫଲତା ପାଇଁ ତାଙ୍କୁ ଛୁଟିଛି ଶୁଭେଚ୍ଛା ଓ ଶୁଭକାମନାର ସୁଅ । ରେଙ୍ଗଲର ପ୍ରିୟା ମଲିକ ହଙ୍ଗେରୀରେ ଅନୁଷ୍ଠିତ ବିଶ୍ୱ ରେସଲିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ଜିତିବାରେ ସଫଳ ହୋଇଛନ୍ତି ।

ଏହା ପରେ ଦେଶକୁ ଏକ ଆନ୍ତର୍ଜାତୀୟ ସ୍ତରରେ ଗର୍ବିତ କରିଛନ୍ତି । ଗତକାଲି ଟୋକି ଅଲିମ୍ପିକ୍ସ ମୀରବାଈ ଚାନୁ ରୌପ୍ୟ ପଦକ ଜିତି ଦୋଶ ପାଇଁ ଗୌରବ ଆଣିଥିଲେ । ଏହାର ଠିକ୍ ଦିନକ ପରେ ଦେଶକୁ ପୁଣିଥରେ ଗର୍ବୀତ କରାଇଛନ୍ତି ଆଉ ଜଣେ ମହିଳା ରେସଲର ପ୍ରିୟା ।

NewsLaxmi7

About Author

You may also like

ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ