ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଖୋର୍ଦ୍ଧା ୦୬/୧୨: ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ଦାସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି ।
ସରକାରୀ କାର୍ଯ୍ୟାଳୟରେ ସକାଳୁ ଭିଜିଲାନ୍ସ ରେଡ ଚାଲିଛି । ଏକ କାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ଖୋର୍ଦ୍ଧାରେ ତାଙ୍କ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ଇନ୍ସପେକ୍ଟର ମମିତା ପ୍ରଧାନଙ୍କ ନେତୃତ୍ୱ ରେ ଏକ ଟିମ୍ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଫାଇଲ ଏବଂ ଅନ୍ୟାନ୍ୟ ଆସବାବପତ୍ର ଯାଞ୍ଚ କରୁଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l