ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ଭଞ୍ଜନଗର ୩୦/୦୯: ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଣଙ୍କ ହେଉଛନ୍ତି ବିଷ୍ଣୁ ଚରଣ ସାହୁ ।

ଗଞ୍ଜାମର ୭ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି । ବ୍ରହ୍ମପୁର ଭିଜିଲାନ୍ସ ସ୍ୱତନ୍ତ୍ର ଜଜଙ୍କ ଅନୁମତି କ୍ରମେ ଚଢାଉ ହୋଇଛି । ଚଢାଉରେ ଜଣେ ଅତିରିକ୍ତ ଏସ୍ପି, ୪ ଜଣ ଡିଏସ୍ପି, ୯ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ତେବେ ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।