ଅପରାଧ ଦେଶ ବିଦେଶ ରାଜ୍ୟ

ଭିଜିଲାନ୍ସ ଜାଲରେ ସୁପରଭାଇଜର: ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଟିମ୍

ପୁରୀ : ଦିନକୁ ଦିନ ଦୁର୍ନତିଖୋର ଅପରାଧୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଧରାପଡୁଛନ୍ତି । ଏହାରି ମଧ୍ୟରେ ଭିଜିଲାନ୍ସ ଜାଲରେ ଫସିଛନ୍ତି ଖଦି ଗ୍ରାମୋଦ୍ୟୋଗ ସୁପରଭାଇଜର । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସୁପରଭାଇରଜର ନାରାୟଣ ପଟ୍ଟନାୟକଙ୍କୁ ମାଡ଼ିବସିଥିଲା ଭିଜିଲାନ୍ସ ଟିମ୍ । ଜଣେ ଋଣଗ୍ରହୀତା ସବସିଡି କରାଇ ଦେବାକୁ କହି ଲାଞ୍ଚ ନେଉଥିବା ଜଣାପଡିଛି ।

ନିକଟରେ ପଞ୍ଚାୟତିରାଜ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ହୋଇଥିଲା ଭିଜିଲାନ୍ସ ରେଡ୍ । ସହକାରୀ ଯନ୍ତ୍ରୀ ପ୍ରଭାତ ରାଉତଙ୍କ ଘରେ ଭିଜିଲାନ୍ସ ରେଡ ହୋଇଥିଲା । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍ ହୋଇଥିଲା । ଚୌଦ୍ୱାର, ତ୍ରିଶୂଳିଆ, ଡମପଡ଼ା ଓ କେନ୍ଦ୍ରାପଡ଼ାରେ ଚଢ଼ାଉ ହୋଇଥିଲା । ୩ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ