ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ହିନ୍ଦୋଳ ଏସ୍‌ଡିପିଓ, ୩୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରାପଡିଲେ

ଢେଙ୍କାନାଳ ୦୧।୦୬: ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ଅଧିକାରୀ । ଲାଞ୍ଚ ନେଲାବେଳେ ଧରାପଡିଲେ ହିନ୍ଦୋଳ ଏସ୍‌ଡିପିଓ । ୩୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡିବସିଲା ଭିଜିଲାନ୍ସ ।

ଖବର ଅନୁଯାୟୀ, ଏସିଏସ୍‌ଟି ମାମଲାରେ ଜଣଙ୍କ ନାଁ କାଟିବାକୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଏସ୍‌ଡିପିଓ । କୌଣସି ସୁତ୍ରରୁ ଖବର ପାଇ ଚଢାଉ କରିଥିଲା ଭିଜିଲାନ୍ସ । ଏହି ଚଢାଉରେ ହିନ୍ଦୋଳ ଏସ୍‌ଡିପିଓ ମଳୟ ନାୟକଙ୍କୁ ଗିରଫ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।