Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଭିମ୍‌ସାର୍‌ରେ ପୁଣି ରାଗିଂ: ବରିଷ୍ଠଙ୍କ ବିରୋଧରେ ଅଭିଯୋଗ ଆଣିଲେ ପ୍ରଥମ ବର୍ଷ ଛାତ୍ର
    ରାଜ୍ୟ

    ଭିମ୍‌ସାର୍‌ରେ ପୁଣି ରାଗିଂ: ବରିଷ୍ଠଙ୍କ ବିରୋଧରେ ଅଭିଯୋଗ ଆଣିଲେ ପ୍ରଥମ ବର୍ଷ ଛାତ୍ର

    NewsLaxmi7By NewsLaxmi7May 25, 2023Updated:May 25, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବୁର୍ଲା, : ଭିମ୍‌ସାର୍‌ରେ ପୁଣି ରାଗିଂ ଅଭିଯୋଗ ଆସିଛି। ଦୁଇ ଜଣ ବରିଷ୍ଠ ଛାତ୍ରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପ୍ରଥମ ବର୍ଷର ଛାତ୍ର। ଅଭିଯୋଗ ମିଳିବା ପରେ ଭିମ୍‌ସାର୍ କର୍ତ୍ତୃପକ୍ଷ ମଧ୍ୟ ତତ୍ପରତା ଦେଖାଇଛନ୍ତି। ପ୍ରାପ୍ତ ସୂଚନା ଅନୁସାରେ ରାଜ୍ୟର ମେଡିକାଲମାନଙ୍କୁ ନେଇ ମିଳିତ ବାର୍ଷିକ ଉତ୍ସବ ଆୟୋଜନ ଦାୟିତ୍ବ ଏଥର ଭିମ୍‌ସାର୍‌କୁ ମିଳିଛି। ଏଥିପାଇଁ ଭିମ୍‌ସାର୍‌ରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ନିମନ୍ତେ ପ୍ରସ୍ତୁତି ଚାଲିଛି। ମଙ୍ଗଳବାର ଦିନ ପ୍ରେକ୍ଷାଳୟରେ ଏଭଳି ପ୍ରସ୍ତୁତି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ଚତୁର୍ଥ ବର୍ଷର ଜଣେ ଛାତ୍ର ଓ ଶେଷ ବର୍ଷର ଜଣେ ଛାତ୍ର ପ୍ରଥମ ବର୍ଷର ଛାତ୍ରମାନଙ୍କୁ ରାଗିଂ କରିଥିଲେ। ଖରାପ ଭାଷାରେ ଗାଳିଗୁଲଜ କରିବା ସହିତ ବେଶ୍‌ କିଛି ସମୟ ଧରି ସେମାନଙ୍କୁ ମାନସିକ ନିର୍ଯାତନା ଦେଇଥିଲେ।

    ପୀଡ଼ିତ ଛାତ୍ରମାନଙ୍କ ଲିଖିତ ଅଭିଯୋଗ ପରେ ଆଜି ଭିମ୍‌ସାର୍‌ର ଆଣ୍ଟି ରାଗିଂ କମିଟିର ଏକ ବୈଠକ ଅଧ୍ୟକ୍ଷା ପ୍ରଫେସର ଜୟଶ୍ରୀ ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବିଷୟରେ ଅଧ୍ୟକ୍ଷା ପ୍ରଫେସର ଦୋରାଙ୍କୁ ବାରମ୍ବାର ଫୋନ୍ କରିଥିଲେ ମଧ୍ୟ ସେ ଫୋନ୍ ଉଠାଇ ନଥିଲେ। ଅପରପକ୍ଷରେ ଏହି ବିଷୟରେ ୱାଡେନ୍ ପ୍ରଫେସର ବ୍ରଜବିହାରୀ ପଣ୍ଡାଙ୍କୁ ପଚାରିବାରୁ ସେ ରାଗିଂ ଅଭିଯୋଗକୁ ସ୍ବୀକାର କରିଥିଲେ। ଅଭିଯୋଗପତ୍ରରେ ଉଲ୍ଲେଖ ଥିବା ଦୁଇ ଛାତ୍ରଙ୍କ ନାମ ଭୁଲ୍‌ ରହିଛି, ଅର୍ଥାତ ଚତୁର୍ଥ ଓ ଶେଷ ବର୍ଷର ଲେଖାଯାଇଥିବା ନାମରେ କୌଣସି ଛାତ୍ର ନଥିବାରୁ ଆଜି ଏହାର କୌଣସି ନିଷ୍କର୍ଷ ବାହାରି ପାରିନଥିଲା। କିନ୍ତୁ ତଦନ୍ତ ପ୍ରକ୍ରିୟା ଜାରି ରହିଛି। ଏଥିରେ ଯଦି କେହି ସଂପୃକ୍ତ ଥିବାର ଠୋସ୍ ପ୍ରମାଣ ମିଳେ, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଫେସର ପଣ୍ଡା କହିଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleରାଜ୍ୟସଭା ସାଂସଦଙ୍କ ଗାଡ଼ି ଧକ୍କାରେ ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ
    Next Article ସରକାରୀ ଡାକ୍ତରଙ୍କ ଘରେ ଲିଙ୍ଗନିରୂପଣ କେନ୍ଦ୍ର
    NewsLaxmi7
    • Website

    Related Posts

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଲଣ୍ଡା ହେ‌ବେ ଅଜୟ!

    February 4, 2021

    ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୧,୦୩୯ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୧୦.୭୭ ନିୟୁତ ଟପିଲା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା

    February 3, 2021

    ଥାନା ପରିସରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ୨ ଅଟକ

    February 10, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.