ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଭୁବନେଶ୍ବରରୁ ଆଉ ୬୯ କରୋନା ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୭୪ ଜଣ

ଭୁବନେଶ୍ୱର ୧୨।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୬୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୬ ଜଣ ରହିଥିବା ବେଳେ ୫୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୦୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୭ ଜଣଙ୍କର ମୃତ୍ୟୁ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ