ଅପରାଧ ରାଜ୍ୟ

ଭୁବନେଶ୍ୱରରେ ଚାଞ୍ଚଲ୍ୟ, ଘରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର ୨୫।୦୮ : ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ରସୁଲଗଡ ସ୍ଥିତ ଭାଗବତ ସନ୍ଧାନ ଶାନ୍ତି ନିବାସରେ ଯୁବତୀଙ୍କ ଆତ୍ମହତ୍ୟା। ଯୁବତୀଙ୍କ ନାମ ପ୍ରଜ୍ଞା ପାରମିତା ଧଲ୍ । ପୋଲିସ ପହଞ୍ଚି ତଦନ୍ତ କରୁଛି ।

ଖବର ଅନୁଯାୟୀ, ଗୁରୁବାର ସକାଳେ ରୁମ୍ ରୁ ଝୁଲନ୍ତା ଅବସ୍ଥାରେ ପରିବାର ଲୋକ ଦେଖିବାକୁ ପାଇଥିଲେ । ଏହାପରେ ତୁରନ୍ତ ମଞ୍ଚେଶ୍ଵର୍ ଥାନା ପୋଲିସକୁ ଖବର ଦେଇଥିଲେ। ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଏବେ ଯାଏଁ ଆତ୍ମହତ୍ୟାର କାରଣ ଜଣାପଡିନଥିଲେ ବି ଏହାର ସଠିକ୍‌ କାରଣ ଖୋଜୁଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।