ଖେଳ ରାଜ୍ୟ ସ୍ପେଶାଲ ରିପୋର୍ଟ

ଭୁବନେଶ୍ୱରରେ ବିସିସିଆଇ ସଭାପତି, ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ପରେ ଦେଖିବେ ମ୍ୟାଚ୍‌

ଭୁବନେଶ୍ୱର ୧୨।୦୬ : ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । କିଛି ସମୟ ବିଶ୍ରାମ ନେବା ପରେ ସଂଧ୍ୟା ୫ଟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଙ୍ଗୁଲି । ଏହା ପରେ ବାରବାଟୀ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ଦେଖିବେ ।

ଖବର ଅନୁଯାୟୀ, ରବିବାର ଦିନ ବାରବାଟୀ କ୍ରିକେଟ୍‌ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ୍‌ ଖେଳାଯିବ । ଏଥିପାଇଁ ଉଭୟ ଦଳ ଆଉ କିଛି ସମୟ ମଧ୍ୟରେ ହୋଟେଲ୍‌ ମେ ଫେୟାରରୁ ବାହାରିବେ । ଆଜିର ଏହି ମ୍ୟାଚ୍‌ ଦେଖିବାକୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଭୁବନେଶ୍ୱରରେ ପହଞ୍ଚିଛନ୍ତି । କିଛି ସମୟ ମାନେ ସଂଧ୍ୟା ୫ଟାରେ ବିସିସିଆଇ ସଭାପତି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବେ । ପରେ ସଂଧ୍ୟା ସମୟରେ ବାରବାଟୀ ଷ୍ଟାଡିୟମକୁ ଯାଇ ମ୍ୟାଚ୍‌ ଦେଖିବେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ