Subscribe to Updates

    Get the latest creative news from FooBar about art, design and business.

    What's Hot

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    Facebook X (Twitter) Instagram
    Trending
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ମଣିପୁରରେ ସାନି ହିଂସା: ଗୁଳି ଚୋଟରେ ୨ ମୃତ, ୭ ଆହତ
    ଦେଶ ବିଦେଶ

    ମଣିପୁରରେ ସାନି ହିଂସା: ଗୁଳି ଚୋଟରେ ୨ ମୃତ, ୭ ଆହତ

    NewsLaxmi7By NewsLaxmi7August 30, 2023Updated:August 30, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଇମ୍ଫାଲ୍‌: ମଙ୍ଗଳବାର ଦିନ ମଣିପୁରର ବିଷ୍ଣୁପୁର ଜିଲ୍ଲା ଅନ୍ତର୍ଗତ ନରଣସୈନାରେ ଭୀଷଣ ଗୁଳିକାଣ୍ଡ ଯୋଗୁଁ ଜଣେ ୩୦ ବର୍ଷିୟ ‘ଗ୍ରାମ ପ୍ରତିରକ୍ଷା ସ୍ବେଚ୍ଛାସେବୀ’ଙ୍କ ସମେତ ୨ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟୂନ ୭ଜଣ ଆହତ ହୋଇଥିବା ଆସାମ ପୁଲିସ କହିଛି।

    ଗଣମାଧ୍ୟମ ରିପୋର୍ଟରେ ମଧ୍ୟ ଉଲ୍ଲେଖ ଅଛି, ବିଷ୍ଣୁପୁର-ଚୁରାଚାନ୍ଦପୁର ସୀମାନ୍ତ ଅଞ୍ଚଳ ସଂଲଗ୍ନ ନରଣସୈନାରେ ‌ବିଲରେ କାମ କରୁଥିବା କିଛି କୃଷକମାନଙ୍କ ଉପରକୁ କେତେକ ଅଜ୍ଞାତ ଆକ୍ରମଣକାରୀ ଗୁଳି ଚଳାଇଥିଲେ।

    ମୃତ୍ୟୁବରଣ କରିଥିବା ପ୍ରଥମ ବ୍ୟକ୍ତିଜଣକ ହେଉଛନ୍ତି ୩୦ ବର୍ଷିୟ ‘ଗ୍ରାମ ପ୍ରତିରକ୍ଷା ସ୍ବେଚ୍ଛାସେବୀ’ ଜାଙ୍ଗମିନ୍‌ଲେନ୍‌ ଗାଙ୍ଗ୍‌ଟେ।

    Image Courtesy of Times of India

    ସେହିପରି, ମଙ୍ଗଳବାର ସକାଳେ ଅନ୍ୟ ଏକ ଘଟଣାରେ ଗୁଳି ଚୋଟରେ ଆହତ ହୋଇ ଇମ୍ଫାଲ୍‌ ଡାକ୍ତରଖାନାରେ ମୃତ୍ୟୁବରଣ କରିଥିବା ଆଉ ଜଣେ ହେଉଛନ୍ତି ଲାଇବୁଜାମ୍‌ ଇନାଓ।

    ଏହାଛଡ଼ା, ବିଷ୍ଣୁପୁରର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ଗୁଳିକାଣ୍ଡ ଘଟିଥିବା କଥା ନିରାପତ୍ତା ଅଧିକାରୀମାନେ କହିଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ମୁତୟନ କରାଯାଇଥିବା ଜିଲ୍ଲା ପୁଲିସ, ଆସାମ ରାଇଫଲସ୍‌, ସେନା ଓ କେନ୍ଦ୍ରୀୟ ବଳ ତୁରନ୍ତ ହସ୍ତକ୍ଷେପ କରିବା ଫଳରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା।

    ଏହି ସଦ୍ୟ ହିଂସାରେ ଘଟିଥିବା ଗୁଳିକାଣ୍ଡରେ ଆଉ ୭ଜଣ ଆହତ ହୋଇଥିବା କଥା ମଧ୍ୟ ପୁଲିସ କହିଛି। ସେମାନଙ୍କ ମଧ୍ୟରୁ ସଲାମ ଜତିନ୍‌ ନାମରେ ଜଣେ ୪୦ ବର୍ଷିୟ କୃଷକ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଛାତିରେ ଗୁଳି ଚୋଟ ଲାଗିଛି ଓ ସେ ଇମ୍ଫାଲ୍‌ସ୍ଥିତ ଏକ ‌ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛି।

    ସୂଚନାଯୋଗ୍ୟ, ମେ ମାସରୁ ଆରମ୍ଭ ହୋଇଥିବା ମଣିପୁର ହିଂସାକାଣ୍ଡରେ ଏଯାବତ୍‌ ସମୁଦାୟ ୧୪୦ରୁ ଅଧିକ ବ୍ୟକ୍ତଙ୍କର ମୃତ୍ୟୁ ଘଟିଲାଣି।

    Share. Facebook Twitter LinkedIn WhatsApp Email
    Previous Articleମନେ ପଡ଼ିଲା ସହର ଉପକଣ୍ଠ ଗାଁ ସମସ୍ୟା! ଲୋକଙ୍କ ସହ କଥା ହେଲେ ପ୍ରଶାସନିକ ଅଧିକାରୀ
    Next Article ପୁଣି ଚୀନ୍‌ର ପାଗଳାମି: ନିଜ ମାନଚିତ୍ରରେ ଅରୁଣାଚଳ ପ୍ରଦେଶକୁ ଦେଖାଇଲା
    NewsLaxmi7
    • Website

    Related Posts

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ୍ ଅନ୍ତର୍ଗତ ଜରଙ୍ଗଲୋଇ ଗାଁରେ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟିଘର।…

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଏମ୍ଏସ୍‌ଏମ୍ଇକୁ ସୁଧ ଫେରସ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଯୋଜନା

    August 22, 2023

    କାଷ୍ଟିଂ କାଉଚ୍‌ର ଯନ୍ତ୍ରଣା ବଖାଣିଲେ ଅଭିନେତ୍ରୀ ଇଶା : କହିଲେ-ଏକା ଭେଟିବାକୁ ଚାହୁଁଥିଲେ ଅଭିନେତା, ଡିମାଣ୍ଡ ପୂରା ହେବାରୁ..

    March 4, 2022

    ଘରେ ଭୁଲରେ ମଧ୍ୟ ଲଗାନ୍ତୁ ନାହିଁ ଏସବୁ ଗଛ : ନଚେତ୍ ଭୋଗିବେ ଘୋର ଅସୁବିଧା

    December 19, 2020
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.