ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା

ଭୁବନେଶ୍ୱର ୦୩/୧୦: ଦୁର୍ଗତୀନାଶିନୀ ମାଆ ଦୁର୍ଗାଙ୍କ ପୂଜା ପାଇଁ ଚାରିଆଡେ ଉତ୍ସବର ମାହୋଲ । ସାଜସଜ୍ଜା ସାଙ୍ଗକୁ ମନ୍ତ୍ରଧ୍ବନିରେ କମ୍ପୁଛି ପୁରା ପରିବେଶ ।

ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା । ମଣ୍ଡପରେ ମାଆଙ୍କର ଅଷ୍ଟମୀ ପୂଜା କରାଯାଉଛି । ଅଷ୍ଟମୀରେ ମାଆଙ୍କର ସନ୍ଧି ପୂଜା କରାଯାଏ । ଏହି ଅବସରରେ ମାଆଙ୍କୁ ପଣା , ପାଣି କଖାରୁ ବଳି ଦିଆଯିବା ସହ ଚଣ୍ଡିପାଠ କରାଯିବାର ସ୍ବତନ୍ତ୍ର ପରମ୍ପରା ରହିଛି । ଅଷ୍ଟମୀରେ ମହିଳାମାନେ ବ୍ରତ ରଖିଥାନ୍ତି । ଶାଢୀ , ଶଂଖା , ସିନ୍ଦୁର ସହ ବିଭିନ୍ନ ଫଳମୂଳ ଆଣି ମଆଙ୍କ ନିକଟରେ ପୂଜା କରିଥାନ୍ତି ।

ପରିବାରର ଶୁଭ ମନାସିବା ସହ ସମାଜର ମଙ୍ଗଳ କାମନା କରିଥାନ୍ତି ସଭିଏଁ । ସେପଟେ ପୀଠଗୁଡିକରେ ଆଜି ମାଆଙ୍କର ନବମୀ ପୂଜା । ସ୍ବତନ୍ତ୍ର ରୀତିନୀତି ସହ ମାଆଙ୍କର ପୂଜା କରାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ