Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ମଧ୍ୟପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା: ପୋଲ ଉପରୁ ବସ୍‌ ଖସି ୨୨ ମୃତ
    ଦେଶ ବିଦେଶ

    ମଧ୍ୟପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା: ପୋଲ ଉପରୁ ବସ୍‌ ଖସି ୨୨ ମୃତ

    NewsLaxmi7By NewsLaxmi7May 10, 2023Updated:May 10, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୋପାଳ: ମଧ୍ୟପ୍ରଦେଶର ଖରଗୋନ ଜିଲ୍ଲାରେ ଆଜି ଏକ ପୋଲ ଉପରୁ ଯାତ୍ରୀବାହୀ ବସ୍‌ ଖସି ପଡ଼ିବା ଫଳରେ ୨୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୧୦ ଜଣ ମହିଳା ଅଛନ୍ତି। ଅନ୍ୟ ୩୧ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଖରଗୋନ ଏସଡିଓ (ପୁଲିସ) ରାକେଶ ମୋହନ ଶୁକ୍ଳା କହିଛନ୍ତି, ବସ୍‌ଟି ଇନ୍ଦୋରକୁ ଯାଉଥିବା ବେଳେ ବାଟରେ ଏହା ଡୋଙ୍ଗରଗାଓଁ ନିକଟରେ ବୋରଡ଼ ନଦୀ ପୋଲ ଉପରେ ରେଲିଂ ଭାଙ୍ଗି ତଳକୁ ଖସି ପଡ଼ିଥିଲା। ଆହତମାନଙ୍କୁ ଖରଗୋନ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

    ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି। ଡ୍ରାଇଭର ଗାଡ଼ି ଚଳାଉଥିବା ବେଳେ ଶୋଇ ପଡ଼ିବାରୁ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ପ୍ରଥମେ ସ୍ଥାନୀୟ ‌ଲୋକମାନେ ଉଦ୍ଧାର ପ୍ରକ୍ରିୟା ଆରମ୍ଭ କରିଦେଇଥିଲେ। ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଜ୍ୟ ସରକାର ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଘୋଷଣା କରିଛନ୍ତି। ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା ଏବଂ ସାଧାରଣ ଆହତଙ୍କୁ ୨୫ ହଜାର ଟଙ୍କା କ୍ଷତିପୂରଣ ଘୋଷଣା କରାଯାଇଛି।

    Share. Facebook Twitter LinkedIn WhatsApp Email
    Previous Articleପାକିସ୍ତାନ ହିଂସା ଅଣାୟତ୍ତ: ଭାରତୀୟ ସେନା ସତର୍କ, ସୀମାରେ ହାଇଆଲର୍ଟ
    Next Article ଆଜି କର୍ଣ୍ଣାଟକ ଭୋଟ୍‌
    NewsLaxmi7
    • Website

    Related Posts

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ

    June 8, 2023

    ଧାନ ଏମ୍‌ଏସ୍‌ପି ୧୪୩ ଟଙ୍କା ବଢ଼ିଲା

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ସୈତାନ ସ୍ୱାମୀ ! ସ୍ତ୍ରୀକୁ ବାଡିରେ ପିଟି ପିଟି ମାରିଦେଲା

    May 3, 2022

    ଡିସେମ୍ବର ସୁଦ୍ଧା ସବୁ ହାଇସ୍କୁଲର ରୂପାନ୍ତର

    May 11, 2023

    ଶିବ ଏବଂ ଗଣେଶଙ୍କ ପୂଜାରେ କାହିଁକି ଲାଗିନଥାଏ ତୁଳସୀ ପତ୍ର : ଜାଣନ୍ତୁ କାରଣ

    October 23, 2020
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.