ଧର୍ମ ରାଜ୍ୟ

ମହାକାର୍ତ୍ତିକ ମାସର ଚତୁର୍ଥ ସୋମବାର, ବାବା ଧବଳେଶ୍ୱରଙ୍କ ପୀଠରେ ଲାଗିଛି ଗହଳି

ଆଠଗଡ ୩୧/୧୦: ମହା କାର୍ତ୍ତିକ ମାସର ଚତୁର୍ଥ ସୋମବାର । ଚଳଚଞ୍ଚଳ ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ୱର ପୀଠ । ପୂଜକ ସମିତି ପକ୍ଷରୁ ରାତ୍ର ୩ ଟାରୁ ଦ୍ୱାର ଫିଟାଯାଇ ୧୦୮ ଗରା ସୁବାସିତ ଜଳରେ ବାବା ଙ୍କୁ ସ୍ନାନ କରାଯାଇ ସମସ୍ତ ନୀତି ସମାପନ ପରେ ଭୋର ୪ ଟା ବେଳକୁ ସାଧାରଣ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଥିଲା ।

ଦର୍ଶନକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ଧାଡି ଦର୍ଶନ ସହିତ ଝୁଲାପୋଲରେ ଭିଡ ରୋକିବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯିବା ସହିତ ସିସିଟିଭି ଲଗାଯାଇ ସୁରକ୍ଷାର ଯାଞ୍ଚ କରିବା ସହ ଅସାମାଜିକ ଲୋକମାନଙ୍କ ଉପରେ ବିଶେଷ ଭାବରେ ନଜର ରହିଛି। ଦେବ ଦେବ ମହାଦେବଙ୍କ ଅତି ପ୍ରିୟ ବାର ସୋମବାର ରେ ମହାପ୍ରଭୁ ଙ୍କୁ ଦର୍ଶନ କଲେ କୋଟିଜନ୍ମ ର ପୂଣ୍ୟ ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ