Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Monday, June 5
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ମାଓବାଦୀଙ୍କ ମାରଣାସ୍ତ୍ର, ବିସ୍ଫୋରକ ଜବତ: ୭୫ପ୍ରକାର ସାମଗ୍ରୀ ଜବତ
    ଅପରାଧ

    ମାଓବାଦୀଙ୍କ ମାରଣାସ୍ତ୍ର, ବିସ୍ଫୋରକ ଜବତ: ୭୫ପ୍ରକାର ସାମଗ୍ରୀ ଜବତ

    NewsLaxmi7By NewsLaxmi7November 24, 2022No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ମାଲକାନଗିରି: ସ୍ବାଭିମାନ ଅଞ୍ଚଳରେ ମାଲକାନଗିରି ପୁଲିସକୁ ମିଳିଛି ବଡ଼ ସଫଳତା। ସୁରକ୍ଷା କର୍ମୀଙ୍କ ଉପରେ ହମ୍‌ଲା କରିବାକୁ ମାଓବାଦୀ ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିସ୍ଫୋରକ ସହ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି।

    ଏସ୍‌ପି ନୀତୀଶ ୱାଧୱାନୀଙ୍କ ସୂଚନା ଅନୁସାରେ, ଗୋଟିଏ ଏସ୍‌ବିଏମ୍‌ଏଲ୍‌ ବନ୍ଧୁକ, ରାଇଫଲ ମାଉଣ୍ଟ ଟେଲିସ୍କୋପ୍‌, ଗୋଟିଏ ଦେଶୀ ବନ୍ଧୁକ, ତିନୋଟି ଲେଖାଏଁ ୭କିଲୋ, ୫କିଲୋ ଏବଂ ୩କିଲୋ ଓଜନର ଟିଫିନ ବୋମା, ଷ୍ଟିଲ ବକ୍ସରେ ଗୋଟିଏ ଅଢ଼େଇ କିଲୋ ଓଜନର ବୋମା, ଦେଢ଼ କିଲୋ ଓଜନର ଗୋଟିଏ ବୋମା, କ୍ଲେମର ବୋମା, କୋଡେକ୍ସ ତାର ବୋମା, ଏଚ୍‌ଇ ଗ୍ରେନେଡ, ଡେଟୋନେଟର, ବିଦ୍ୟୁତ ଡେଟୋନେଟର, କ୍ୟାମେର ଫ୍ଲାସ୍‌ ଆଦି ଜବତ କରାଯାଇଛି। ସମୁଦାୟ ୭୫ପ୍ରକାର ସାମଗ୍ରୀ ଜବତ କରାଯାଇଥିବା ଏସ୍‌ପି କହିଛନ୍ତି।

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleହରିଶଙ୍କର ପାହାଡରେ ପୋଲିସ-ମାଓ ମୁହାଁମୁହିଁ, ମାଓ କ୍ୟାଡର ମୃତ
    Next Article ପାକିସ୍ତାନ ସେନାର ନୂଆ ‘BOSS’, ବାଜଓ୍ୱାଙ୍କ ସ୍ଥାନ ନେବେ ମୁନିର
    NewsLaxmi7
    • Website

    Related Posts

    ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ

    June 2, 2023

    ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ

    June 2, 2023

    ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ

    June 2, 2023

    ସଅଳ ହେବ ସ୍ନାନପୂର୍ଣ୍ଣିମା ନୀତିକାନ୍ତି: ଶ୍ରୀବିଗ୍ରହ ସମ୍ମୁଖରେ ଛିଡ଼ା‌ହେବେନି ସେବକ

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଅଗ୍ନିକାଣ୍ଡରେ ଜଳିଗଲା ଘର, ଆସବାବପତ୍ର ପୋଡି ପାଉଁଶ

    June 17, 2022

    କିଙ୍ଗ୍ ଖାନ୍‌ଙ୍କ ଜନ୍ମଦିନକୁ ଭିନ୍ନ ଭିନ୍ନ ଅନ୍ଦାଜରେ ପାଳିଲେ ତାଙ୍କ ପ୍ରଶଂସକ : ଅଭାବୀଙ୍କୁ ସାଢ଼େ ୫ହଜାର କୋଭିଡ କିଟ୍ କରିବେ ଦାନ

    November 2, 2020

    ଘରେ ରଖିଥିଲେ ୧୨ଲକ୍ଷ ଟଙ୍କାର ଗଞ୍ଜେଇ, ଚଢାଉ କରି ସିଜ୍‌ କଲା ପୋଲିସ

    August 24, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.