Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Sunday, May 28
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ମାଙ୍ଗାଲୁରୁ ଅଟୋରିକ୍ସା ବ୍ଲାଷ୍ଟ୍ ଘଟଣା; ବିସ୍ଫୋରଣକାରୀକୁ ଚିହ୍ନଟ କଲା ପୋଲିସ, ଆଇଏସଆଇ ଲିଙ୍କ୍‌ରେ ଥିଲା ଅଭିଯୁକ୍ତ ମହମ୍ମଦ ସରିକ୍
    ଅପରାଧ

    ମାଙ୍ଗାଲୁରୁ ଅଟୋରିକ୍ସା ବ୍ଲାଷ୍ଟ୍ ଘଟଣା; ବିସ୍ଫୋରଣକାରୀକୁ ଚିହ୍ନଟ କଲା ପୋଲିସ, ଆଇଏସଆଇ ଲିଙ୍କ୍‌ରେ ଥିଲା ଅଭିଯୁକ୍ତ ମହମ୍ମଦ ସରିକ୍

    NewsLaxmi7By NewsLaxmi7November 21, 2022No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବେଙ୍ଗାଳୁରୁ: ମାଙ୍ଗାଲୁରୁ ବ୍ଲାଷ୍ଟ୍ ଘଟଣାର ପର୍ଦ୍ଦାଫଶ କରିଛି ପୋଲିସ । ଅଟୋରିକ୍ସାରୁ ଆଧାର କାର୍ଡ, ମୋବାଇଲ ସିମ୍ ଓ ପ୍ରେସର କୁକର ମିଳିବା ପରେ ବିସ୍ଫୋରଣରେ ଆତଙ୍କବାଦୀଙ୍କ ଲିଙ୍କ୍ ଥିବା କହିଛି ପୋଲିସ୍ । ଇଲୋକ୍ଟ୍ରୋନିକ୍ସ ଡିଭାଇସ୍ ମାଧ୍ୟମରେ ଚଳନ୍ତା ଅଟୋରିକ୍ସାରେ ଆଇଡି ବ୍ଲାଷ୍ଟ କରାଯାଇଥିଲା । ପୋଲିସ ତଦନ୍ତ କରି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୁକ୍ତ ଯୁବକକୁ ଚିହ୍ନଟ କରିଛି ।

    ଶନିବାର ମାଙ୍ଗାଲୁରୁ ରାସ୍ତାରେ ଏକ ଅଟୋରିକ୍ସା ଯାଉଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇଥିଲା । ଅଟୋରେ ନିଆଁ ଲାଗିଯିବା ସହିତ ଧୂଆଁ ବାହାରିଥିଲା। ଏଥିରେ ଡ୍ରାଇଭର ସମେତ ଯାତ୍ରୀ ବି ଆହତ ହୋଇଥିଲେ । ଘଟଣାରେ ଫୋରେନ୍ସିକ ସାଇନ୍ସ ଲାବ ଟିମ୍ ତଦନ୍ତ କରଥିଲା । ବିସ୍ଫୋରଣରେ ଆତଙ୍କବାଦୀ ଲିଙ୍କ୍ ଥିବା କର୍ଣ୍ଣାଟକ ଡିଜିପି ସ୍ପଷ୍ଟ କରିଥିଲେ । ଅଟୋରିକ୍ସାରୁ ଆଧାର କାର୍ଡ, ମୋବାଇଲ ସିମ୍, ପ୍ରେସର କୁକର ଓ ଇଲୋକ୍ଟ୍ରୋନିକ୍ସ ଡିଭାଇସ୍ ମିଳିବା ପରେ ବିସ୍ଫୋରଣରେ ସମ୍ପୃକ୍ତି ଥିବା ଯୁବକଙ୍କୁ ଚିହ୍ନଟ କରିଛି ପୋଲିସ । ତୀର୍ଥହଲ୍ଲୀ ଅଞ୍ଚଳରେ ରହୁଥିବା ୨୪ବର୍ଷିୟ ମହମ୍ମଦ ସରିକ୍ ବ୍ଲାଷ୍ଟ୍ ଯୋଜନା କରିଥିଲା । ମହମ୍ମଦ ସରିକ୍ ପୂର୍ବରୁ ଆତଙ୍କବାଦୀ ସଂଗଠନ ଆଇଏସଆଇ ସହିତ ଲିଙ୍କ୍ ରେ ଥିବା ପୋଲିସ ସ୍ପଷ୍ଟ କରିଛି ।

    ପୋଲିସ ଅଧିକାରୀଙ୍କ କହିବା ଆନୁଯାୟୀ, ଅଟୋରିକ୍ସା ବ୍ଲାଷ୍ଟରେ ଆଇଇଡି ବ୍ୟବହାର କରାଯାଇଛି । ହେଲେ ଏଥିରେ ଆମୋନିଆ ନାଇଟ୍ରେଟ୍ ବ୍ୟବହାର ହୋଇଛି କି ନାହିଁ ଏଯାଏଁ ସ୍ପଷ୍ଟ ହୋଇ ନାହିଁ । ଫରେନ୍ସିକ୍ ରିପୋର୍ଟ ଆସିଲା ପରେ ଜଣା ପଡ଼ିବ । ଏହି ଘଟଣାରେ କେବଳ ମହମ୍ମଦ ସରିକ୍ ଙ୍କୁ ଛାଡ଼ି ଆଉ କିଏ କିଏ ସାମିଲ ଅଛନ୍ତି ପୋଲିସ ତଦନ୍ତ କରୁଛି । ବ୍ଲାଷ୍ଟର ଏନଆଇଏ ତଦନ୍ତ ହେବ ବୋଲି ଜଣାପଡ଼ିଛି ।

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଚାୱଲା ଗଣଦୁଷ୍କର୍ମ ଓ ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ନେଇ ସୁପ୍ରିମକୋର୍ଟ ଅର୍ଡରକୁ ଚ୍ୟାଲେଞ୍ଜ କରିବେ ଦିଲ୍ଲୀ ସରକାର
    Next Article ଭୂମିକମ୍ପରେ ଥରିଲା କ୍ରେଟା ଆଇଲାଣ୍ଡ; ଅଶାନ୍ତ ସମୁଦ୍ର, ଆସିପାରେ ସୁନାମୀ
    NewsLaxmi7
    • Website

    Related Posts

    ଶ୍ରୀନଗରରେ ଲଣ୍ଡନ୍‌ର ‘ୱାକିଙ୍ଗ୍‌ ମାର୍କେଟ୍‌’ ସଦୃଶ ‘ପୋଲୋଭ୍ୟୁ ମାର୍କେଟ୍‌’ ଉଦ୍‌ଘାଟନ କଲେ ଉପରାଜ୍ୟପାଳ ମନୋଜ ସିହ୍ନା

    May 13, 2023

    ପ୍ୟାକ୍ସ ନିର୍ଦ୍ଦେଶକ ସୁରଥ ବଗର୍ତ୍ତୀଙ୍କୁ ହତ୍ୟା, ପିଟିପିଟି ମାରିଦେଲେ ଦୁର୍ବୃତ୍ତ

    May 13, 2023

    ‌‘ଦି କେରଳ ଷ୍ଟୋରି’ ପ୍ରଦର୍ଶନ ଉପରେ କଟକଣା ମାମଲା: ପଶ୍ଚିମବଙ୍ଗ, ତାମିଲନାଡ଼ୁ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ

    May 13, 2023

    ଇଭିଏମ୍‌ର ପୁନଃବ୍ୟବହାର ନେଇ କଂଗ୍ରେସର ଦାବିକୁ ଇସିଙ୍କ ଖଣ୍ଡନ

    May 13, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ସୂତାକଳ ପୁନରୁଦ୍ଧାରରେ ପୂର୍ଣ୍ଣଚ୍ଛେଦ! ଭିତ୍ତିଭୂମି ଥାଇ ବି ସୂତା ପାଇଁ ଦକ୍ଷିଣ ଭାରତକୁ ଭରସା

    April 28, 2023

    ମୋକ୍ଷଦା ଏକାଦଶୀ ବ୍ରତ ଦ୍ବାରା ମିଳିଥାଏ ମୋକ୍ଷ, ଦୂର ହୁଏ ସବୁ ଦୁଃଖ କଷ୍ଟ : ଜାଣନ୍ତୁ ଏହାର ଶୁଭ ମୁହୂର୍ତ୍ତ ଏବଂ ପୂଜା ବିଧି

    December 22, 2020

    ଗୀତ ଗବାକ୍ଷ: ଚିରସବୁଜ ଶେଖର ଘୋଷ

    March 20, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.