ପାରାଦୀପ: ଜଗତସିଂହପୁର ଜିଲ୍ଲାରେ ଦୁଇଟି ବଡ଼ ଘାଇ ହୋଇଥିବା ଯୋଗୁଁ ଜିଲ୍ଲାରେ ବିଭିନ୍ନ ଅଞ୍ଚଳରେ ପାଣି ପଶିଯାଇଛି। ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ସୂଚନା ଅନୁଯାୟୀ, ଦଳେଇଘାଇ ନିକଟ ମାଛଗାଁ କେନାଲ ବନ୍ଧ ଭାଙ୍ଗି ହନୁମନ୍ତବ୍ରହ୍ମପୁର ଗାଁ ରାସ୍ତା ଓ ଚାଷ ଜମିରେ ପାଣି ଉବୁଟୁବୁ ହେଉଛି। ସେହିପରି ତରିକୁନ୍ଦ ନିକଟରେ ଆଉ ଏକ ଘାଇ ହୋଇଥିବା ଯୋଗୁଁ ଜଗତସିଂହପୁର-କଟକ ରାସ୍ତାରେ ପାଣି ଚାଲିଛି। ଏହାଫଳରେ ଏହି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି।
Trending
- ପୋଖରୀରୁ ଧରା ହେଲା ୧୪ ଫୁଟ୍ର କୁମ୍ଭୀର
- କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
- ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
- ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
- ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
- ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ
- ରୋଗରେ ଅସ୍ତବ୍ୟସ୍ତ ଓଡ଼ିଶା: ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ୍, ଡେଙ୍ଗୁ ଓ ଭାଇରାଲ୍ ଜ୍ବର
- ୨୦୨୪ ସାଧାରଣ ନିର୍ବାଚନ କସରତ: ବଦଳିବ ବିଜେପିର ଟିକେଟ୍ ଫର୍ମୁଲା
Tuesday, October 3