ଅପରାଧ ରାଜ୍ୟ

ମାତିଛନ୍ତି ଲୁଟେରା, ରାମ ମନ୍ଦିରର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ

କୋଣାର୍କ ୧୪/୦୫: ଗତ କିଛି ଦିନ ଧରି ଗୋପ, କୋଣାର୍କ ଥାନା ଅଞ୍ଚଳରେ ମାତିଛନ୍ତି ଲୁଟେରା । ଏହି ଅଞ୍ଚଳରେ ବାରମ୍ବାର ମୂର୍ତ୍ତି ଚୋରି ସହ ବିଭିନ୍ନ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଦୁବୃର୍ତ୍ତ ମାନେ ଲୁଟ୍ କରିବା ଅଭିଯୋଗ ହେଉଛି ।

ତେବେ ଗତକାଲି ବିଳମ୍ବିତ ରାତ୍ରରେ କୋଣାର୍କ ମେଡିକାଲ ନିକଟସ୍ଥ କରମଙ୍ଗା ଗ୍ରାମ ରାମ ମନ୍ଦିରରୁ ହୁଣ୍ଡି ଦୁବୃର୍ତ୍ତ ମାନେ ଲକ୍ଷାଧିକ ଟଙ୍କା ଲୁଟ କରିଥିବା କୋଣାର୍କ ଥାନାରେ ଅଭିଯୋଗ ହୋଇଛି । ତେବେ ଦୀର୍ଘ ଚାରି ବର୍ଷ ଧରି ହୁଣ୍ଡି ଖୋଲା ଯାଇନଥିବା କହିଛନ୍ତି ପୂଜା କମିଟି । ଏନେଇ କୋଣାର୍କ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।